Posted inଖେଳ

ସ୍କଟଲାଣ୍ଡ, ଆୟର୍ଲାଣ୍ଡ ଖେଳିବେ ଟି୨୦ ବିଶ୍ୱକପ୍‌

ନୂଆଦିଲ୍ଲୀ,୧ା୨:  ଜୁନରେ ଇଂଲଣ୍ଡରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଲାଗି ସ୍କଟଲାଣ୍ଡ ଓ ଆୟର୍ଲାଣ୍ଡ ରବିବାର ଯୋଗ୍ୟତା ଅର୍ଜନ କରିଛନ୍ତି। ନେପାଳର କିର୍ତିପୁରଠାରେ ଚାଲିଥିବା କ୍ୱାଲିଫାୟର୍ସ ସୁପର-୬ରେ ଖେଳାଯାଇଥିବା ମ୍ୟାଚ୍‌ରେ ଆୟର୍ଲାଣ୍ଡ ୬୨ ରନରେ ଥାଇଲାଣ୍ଡକୁ ଏବଂ ସ୍କଟଲାଣ୍ଡ ୪୧ ରନରେ ଆମେରିକାକୁ ହରାଇ ଏହି ସଫଳତା ହାସଲ କରିଛନ୍ତି।

ଗତ ବୁଧବାର ବାଂଲାଦେଶ ଓ ନେଦରଲାଣ୍ଡ୍ସ ପ୍ରଥମ ଦୁଇ ଦଳ ଭାବେ ସୁପର ୬ ପଏଣ୍ଟ ଟେବୁଲରେ ଶୀର୍ଷରେ ରହି ବିଶ୍ୱକପ୍‌ରେ ସ୍ଥାନ ପକ୍କା କରିଥିଲେ। ଏହି ତାଲିକାରେ ଆୟର୍ଲାଣ୍ଡ ଓ ସ୍କଟଲାଣ୍ଡ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ଥାନରେ ରହିଛନ୍ତି। ଜୁନ ୧୨ ତାରିଖରୁ ଇଂଲଣ୍ଡରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ରେ ୧୨ଟି ଦଳ ଅଂଶଗ୍ରହଣ କରିବେ। ଅଂଶଗ୍ରହଣକାରୀଙ୍କ ତାଲିକାରେ ନେଦରଲାଣ୍ଡ୍ସ, ବାଂଲାଦେଶ, ଆୟର୍ଲାଣ୍ଡ, ସ୍କଟଲାଣ୍ଡ ବ୍ୟତୀତ ଇଂଲଣ୍ଡ, ଅଷ୍ଟ୍ରେଲିଆ, ଭାରତ, ନ୍ୟୁଜିଲାଣ୍ଡ, ଦକ୍ଷିଣ ଆଫ୍ରିକା, ଓ୍ବେଷ୍ଟଇଣ୍ଡିଜ, ପାକିସ୍ତାନ ଓ ଶ୍ରୀଲଙ୍କା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri