ସ୍କଟଲାଣ୍ଡର ପୂର୍ବତନ ଫାଷ୍ଟ ମିନିଷ୍ଟର ଗିରଫ

ଲଣ୍ଡନ,୧୨ା୬: ସ୍କଟ୍‌ଲାଣ୍ଡର ପୂର୍ବତନ ଫାଷ୍ଟ ମିନିଷ୍ଟର ନିକୋଲା ଷ୍ଟର୍ଜନ ଦୁର୍ନୀତି ଅଭିଯୋଗରେ ରବିବାର ଗିରଫ ହୋଇଛନ୍ତି। ସ୍ବାଧୀନତା ସପକ୍ଷବାଦୀ ସ୍କଟିଶ୍‌ ନ୍ୟାଶନାଲ ପାର୍ଟି (ଏସ୍‌ଏନ୍‌ପି)ର ପାଣ୍ଠି ଓ ଆର୍ଥିକ ହେରଫେର ମାମଲାରେ ତଦନ୍ତ ଚାଲିଥିବାବେଳେ ୫୨ ବର୍ଷୀୟା ନିକୋଲାଙ୍କୁ ପୋଲିସ ଗିରଫ କରି ହାଜତକୁ ନେଇଛି। ଏହି ମାମଲାରେ ତାଙ୍କୁ ଜଣେ ସନ୍ଦିଗ୍ଧ ଭାବେ ଜେରା କରାଯାଉଛି। ଏହା ପୂର୍ବରୁ ଗତ ଏପ୍ରିଲରେ ନିକୋଲାଙ୍କ ସ୍ବାମୀ ତଥା ଏସ୍‌ଏନ୍‌ପିର ପୂର୍ବତନ ଚିଫ୍‌ ଏକ୍‌ଜିକ୍ୟୁଟିଭ୍‌ ପିଟର ମୁରେଲଙ୍କୁ ଗିରଫ ପରେ ଛାଡ଼ି ଦିଆଯାଇଥିଲା। ଗତ ମାର୍ଚ୍ଚରେ ଫାଷ୍ଟ ମିନିଷ୍ଟର ପଦରୁ ଇସ୍ତଫା ଦେବା ପରେ ଗିରଫ ହୋଇ ଜେରାର ସମ୍ମୁଖୀନ ହୋଇଥିଲେ। ସ୍ବାଧୀନ ଆକ୍ଟିଭିଷ୍ଟମାନେ ତାଙ୍କ ଦଳକୁ ଦେଇଥିବା ୬୦୦,୦୦୦ ପାଉଣ୍ଡ(୭୪୫,୦୦୦ ଆମେରିକୀୟ ଡଲାର) ଆମତ୍ସାତ୍‌ ମାମଲାରେ ତଦନ୍ତକାରୀ ଅଧିକାରୀମାନେ ତନାଘନା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କୁ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୮।୪: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଇତିହାସ ରଚିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ ରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର…

ବାଦ୍‌ ପଡ଼ିବ ନାହିଁ କୌଣସି ଘର: ଜନଗଣନା ସର୍ଭେ ଆରମ୍ଭ

ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବହୁ ପ୍ରତୀକ୍ଷିତ ଭାରତୀୟ ଜନ ଗଣନା ସର୍ଭେ ୨୦/୨୬-୨୭ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରତି ଘର ଜନଗଣନା ସର୍ଭେରେ ସାମିଲ ହେବେ। ସର୍ଭେ ସମ୍ପର୍କରେ…

ପରବର୍ତ୍ତୀ ଟାର୍ଗେଟକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଲେ ୭୦ ବର୍ଷ ଧରି ଅପେକ୍ଷା କରିଛନ୍ତି ଲୋକେ

ଓ୍ବାଶିଂଟନ୍‌,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ପରିସ୍ଥିତି ସ୍ବାଭାବିକ ନୁହେଁ। ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ ତାଙ୍କର ପରବର୍ତ୍ତୀ…

ଶିକ୍ଷା ବିଭାଗରେ ଅନିୟମିତତା: ସନ୍ଦେହ ଘେରରେ ଜିଲା ପ୍ରଶାସନ

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର):ଦେବଗଡ଼ ଜିଲା ଶିକ୍ଷା ବିଭାଗରେ ଅନିୟମିତତା କରାଯାଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଡେପୁଟେଶନ କରାଯାଇଥିବା ଜଣାପଡ଼ିବା ପରେ ୪୮ଜଣଙ୍କ ଡେପୁଟେଶନ ବାତିଲ କରାଯାଇଛି। ସେମାନଙ୍କୁ ମୂଳ…

ଜର୍ମାନ ମେଡଲଙ୍କୁ ‘ଲାଇକ୍‌’ କରି ଫସିଲେ ବିରାଟ କୋହଲି: ଜାଣନ୍ତୁ କିଏ ସେହି…

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଦକ୍ଷ ଖେଳାଳି ବିରାଟ କୋହଲି ସବୁବେଳେ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ଥାନ୍ତି। ସମ୍ପ୍ରତି ସେ 2026 IPL ସିଜିନ…

୭ ମାସ ହେଲା ତୁର୍କେଲ ପୋଲରେ ଯାତାୟାତ ବନ୍ଦ: କଂଗ୍ରେସ ପରେ ବିଜେଡିର ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ତୁର୍କେଲ ତେଲନଦୀ ଉପରେ ପୋଲ ନିର୍ମାଣ ଦାବି ତେଜିବାରେ ଲାଗିଛି। କଂଗ୍ରେସ ପରେ ଏବେ ବିଜେଡି…

ଏହି କ୍ଷେତ୍ରରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ: ଚାରିଆଡ଼ୁ ପ୍ରଶଂସା

ନୂଆପଡ଼ା,୧୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲା ନଗର ଉନ୍ନୟନ ସଂସ୍ଥା (ଡୁଡା)ର ସମୀକ୍ଷା ବୈଠକ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।…

ଏହି ଜିଲାରେ ଆଜିଠୁ ୫ ଦିନ ଯାଏ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୮।୩: ବୌଦ୍ଧରେ ଆଜିଠୁ ୨୨ତାରିଖ ଯାଏ ସ୍କୁଲ, କଲେଜ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri