ଆମେରିକାରେ ହାହାକାର: ୨୪ ଘଣ୍ଟାରେ ୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ

ଓ୍ବାଶିଂଟନ,୧୧।୧୧: ଆମେରିକାରେ ପୁଣିଥରେ କରୋନା ତାଣ୍ଡବ ଆରମ୍ଭ ହୋଇଛି। ଗତ ୨୪ ଘଣ୍ଟାରେ ଏଠାରେ ୨ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଇତିମଧ୍ୟରେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ୫୫ ଲକ୍ଷ ୯ ହଜାର ୧୮୪ରେ ପହଞ୍ଚିଛି। କରୋନା ସଂକ୍ରମଣ ଯୋଗୁ ଦେଶର ୨ ଲକ୍ଷ ୪୫ ହଜାର ୭୯୯ ଲୋକଙ୍କ ମୃତ୍ୟୁ ଘଟିଛି। ୬ କୋଟି ୬୦ ଲକ୍ଷ ଏକ ହଜାର ୩୩୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩ କୋଟି ୭୧ ଲକ୍ଷ ୨ ହଜାର ୫୪ ଜଣଙ୍କ ଚିକିତ୍ସା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ କେୟାର୍ସ ଫଣ୍ଡ୍‌ରୁ କିଣା ଯାଇଥିବା ୮୦ ଭେଣ୍ଟିଲେଟର ମଧ୍ୟରୁ ୭୧ ଅକାମି…

ନୂଆଦିଲ୍ଲୀ,୧୨।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ପିଏମ୍‌ କେୟାର୍ସ ଫଣ୍ଡ୍‌ର କାର୍ଯ୍ୟକାରିତା ଉପରେ ବିରୋଧୀ...

ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ସମସ୍ତଙ୍କୁ ସଂକ୍ରମିତ କରିଦିଅ: କରୋନାରୁ ମୁକ୍ତି ପାଇଁ ‘ହର୍ଡ ଇମ୍ୟୁନିଟି’ ପ୍ଲାନ୍‌-ବି ଉପରେ ଚର୍ଚ୍ଚା ଜାରି !

ଓ୍ବାଶିଂଟନ,୩୦।୪: ସାରା ପୃଥିବୀରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବହୁ ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ସାମାଜିକ...

ପାରା ପରରେ ତିଆରି ହେଲା ସ୍ବୟଂଚାଳିତ ରୋବୋଟିକ୍‌ ବିମାନ…

କାଲିଫର୍ନିଆ, ୧୮।୧: ପ୍ରତିଦିନ ବୈଜ୍ଞାନିକମାନେ ନୂଆ ନୂଆ ଗବେଷଣା କରୁଛନ୍ତି। ସମ୍ପ୍ରତି ଆମେରିକାର କାଲିଫର୍ନିଆ ସ୍ଥିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟର ଗବେଷକ ୪୦ଟି ପାରା ପରରେ ସ୍ବୟଂଚାଳିତ...

ରାଜଧାନୀରେ ସବୁ ବେସରକାରୀ କାର୍ଯ୍ୟାଳୟ-ରେଷ୍ଟୁରାଣ୍ଟ-ବାର୍‌ ବନ୍ଦ…

ନୂଆଦିଲ୍ଲୀ, ୧୧।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ଦିନକୁ...

ଧୂଆଁରେ ଢାଙ୍କି ହୋଇଛି ସହର, ଚିନ୍ତାରେ ଲୋକେ

ବେଜିଂ,୧୨ା୩: ଆଜିକାଲି ଭାରତର ପଡ଼ୋଶୀ ଦେଶ ଚାଇନା ମଧ୍ୟ ପ୍ରଦୂଷଣର ସମ୍ମୁଖୀନ ହେଉଛି। ବାୟୁ ଏତେ ବିଷାକ୍ତ ଯେ, ୨୦୦ ମିଟର ଦୂରରୁ କିଛି ଦେଖାଯାଉନି।...

ପ୍ରେମିକ ସମୟ ବରବାଦ କରିବା ନେଇ କେସ୍‌ କଲେ ଯୁବତୀ, ଆଉ ତା ପରେ

ପ୍ରେମ ସମ୍ପର୍କରେ ଥାଇ ମଧ୍ୟ ବିବାହ ନ କରିବା ଆଜିକାଲି ଯୁବପିଢ଼ିଙ୍କ ଟ୍ରେଣ୍ଡ ହୋଇଗଲାଣି। ଏଭଳି ପରିସ୍ଥିତିରେ ଜଣେ ଯୁବତୀ ୮ ବର୍ଷ ପ୍ରେମ ସମ୍ପର୍କରେ...

୧୭୦ କି.ମି. ବ୍ୟାପ୍ତ ମେଗାସିଟି ‘ନେଓମ୍‌’

ରିୟାଧ, ୨୨ା୧୦: ବିଶ୍ୱର ସବୁଠାରୁ ବିରାଟ ବାଲି ମରୁଭୂମି ଭାବେ ଜଣାଯାଉଥିବା ସାଉଦି ଆରବ ବର୍ତ୍ତମାନ ତେଲ କିମ୍ବା ଓଢ଼ଣାରେ ରହୁଥିବା ମହିଳାଙ୍କ ପାଇଁ ନୁହେଁ...

Advertisement
Archives

Model This Week