ଆତଙ୍କ ସୃଷ୍ଟି କରୁଛି ସ୍କ୍ରବ ଟାଇଫସ

ସୁନ୍ଦରଗଡ଼,୧୦।୧୦: ଆତଙ୍କ ସୃଷ୍ଟି କରୁଛି ସ୍କ୍ରବ ଟାଇଫସ । ୨୪ ଘଣ୍ଟାରେ ପୁଣି ସୁନ୍ଦରଗଡ଼ରେ୧୬ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସ୍କ୍ରବ ଟାଇଫସ ଆକ୍ରାନ୍ତ ସଂଖ୍ୟା ୩୯୦ରେ ପହଞ୍ଚିଛି । ପରୀକ୍ଷା ହୋଇଥିବା ୧୧୪ ରକ୍ତ ନମୁନାରୁ ୧୬ ସ୍କ୍ରବ ଟାଇଫସ ଚିହ୍ନଟ ହୋଇଛନ୍ତି । ଫଳରେ ସୁନ୍ଦରଗଡ ଜିଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri