ଲାଞ୍ଚ ନେଇ ଧରାପଡ଼ିଲେ ଏସ୍‌ଡିଏମ୍‌ଓ

ଭୁବନେଶ୍ୱର, ୧।୩(ବ୍ୟୁରୋ): ରେଢ଼ାଖୋଲ ଉପଖଣ୍ଡ ଚିକିତ୍ସା ଅଧିକାରୀ (ଏସ୍‌ଡିଏମ୍‌ଓ)ସୋମବାର ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ହେଲେ ଡାକ୍ତର ବିପିନ ସାହୁ । ଡାକ୍ତର ସାହୁ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କୁ ଅସ୍ତ୍ର୍ରୋପଚାର ପାଇଁ ୫୫୦୦ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ସମ୍ପୃକ୍ତ ରୋଗୀଙ୍କ ସମ୍ପର୍କୀୟ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ପୂର୍ବ ଯୋଜନା ମୁତାବକ ସାହୁ ଲାଞ୍ଚ ଟଙ୍କା ନେବା ବେଳେ ପୂର୍ବରୁ ଜଗି ରହିଥିବା ଭିଜିଲାନ୍ସ ଅଧିକାରୀଙ୍କୁ ତାଙ୍କୁ ଗିରଫ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ଛାତ୍ର ସଂସଦ ନିର୍ବାଚନ; ଘୋଷଣା ହୋଇନି, ଦ୍ୱନ୍ଦ୍ୱ ବି ଛିଡୁନି

ଭୁବନେଶ୍ୱର,୫ା୧୦(ସୁନିତ୍‌ ମିଶ୍ର): ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ…

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

ପାଣିପାଗ ବିଭାଗର ବଡ଼ ସୂଚନା, ଆସନ୍ତା ୪ ଦିନ ଯାଏ ଏହି ଜିଲାରେ କଲବଲ କରିବ ତାତି

ଭୁବନେଶ୍ୱର,୫ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ତାପମାତ୍ରା ବଢ଼ୁଛି । ଖରାତାତି ସାଙ୍ଗକୁ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଆସନ୍ତା ୩/୪ ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି…

ସୋସିଆଲ ମିଡିଆରେ ଉଠିଲା ପ୍ରଶ୍ନ

ଦୁବାଇ,୫ା୧୦: ଦୁବାଇରୁ ୧୭୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ବୁଧବାର ଇସ୍ରାଏଲ୍‌ର ତେଲ୍‌ ଆଭିଭ୍‌ ଯାଉଥିବା ଫ୍ଲାଏଦୁବାଇ ବିମାନର ସହପାଇଲଟ୍‌ ହମାମ ଅଲ୍‌-ହମାମି ଏହାକୁ ନିୟନ୍ତ୍ରଣକୁ ନେଇ ଦୁର୍ଘଟଣାଗ୍ରସ୍ତ…

ୟୁକ୍ରେନ୍‌ରେ ଭାରତୀୟ ଔଷଧ ପ୍ଲାଣ୍ଟ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଜଣେ ମୃତ

ନୂଆଦିଲ୍ଲୀ,୫ା୧୦: ୟୁକ୍ରେନ୍‌ରେ ଥିବା ଭାରତର କୁସୁମ ଗ୍ରୁପ୍‌ ପରିଚାଳିତ ଏକ ଔଷଧ କାରଖାନା ଉପରେ ରୁଷିଆ ଡ୍ରୋନ୍‌ ଆକ୍ରମଣ କରିବାରୁ ଜଣେ ପ୍ରାଣ ହରାଇବା ସହ ଅନେକେ…

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?