ସଠିକ୍ ହିସାବ ଦେଇପାରିଲେନି SDO, ବାନ୍ଧିଲା ଭିଜିଲାନ୍ସ

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ । କାଗଜପତ୍ର ପ୍ରସ୍ତୁତି ସରିବା ପରେ ତାଙ୍କୁ ବ୍ରହ୍ମପୁର ସ୍ଵତନ୍ତ୍ର ଭିଜିଲାନ୍ସ ଅଦାଲତରେ ଆଜି ହାଜର କରାଯିବ ।

ଘଟଣାରୁ ପ୍ରକାଶ ଯେ ଗୁରୁବାର ଭିଜିଲାନ୍ସ ଦ୍ୱାରା ଏସଡିଓଙ୍କ କାର୍ଯ୍ୟାଳୟ ଏବଂ ଘରେ ଚଢ଼ାଉ ସମୟରେ ତାଙ୍କ ନିକଟରୁ ନଗଦ ଟଙ୍କା ସୁନା ମିଳିଥିଲା। ସେଥିରେ ବ୍ରହ୍ମପୁର ଠାରେ ଗୋଟିଏ ଘର, ୫ଟି ପ୍ଲଟ, ନଗଦ ଟଙ୍କା ୧୮.୯୦ ଲକ୍ଷ, ବ୍ୟାଙ୍କ ଜମା ପ୍ରାୟ ୯୦ ଲକ୍ଷ, ୫୬୮ ଗ୍ରାମ ସୁନା, ଏକ Ajax Argo ୪୩୦୦ କଂକ୍ରିଟ ମିକ୍ସର ମେସିନ (ମୂଲ୍ୟ ପ୍ରାୟ ୫୭ ଲକ୍ଷ) ଏବଂ ଏକ Hyundai Excavator ମେସିନ (ମୂଲ୍ୟ ପ୍ରାୟ ୩୭ ଲକ୍ଷ) ଆଦି ଅନ୍ତର୍ଭୁକ୍ତ।
ଏହି ସମସ୍ତ ସମ୍ପତ୍ତି ସମ୍ବନ୍ଧରେ ସେ ସଠିକ ହିସାବ ଦେଇପାରିନଥିବାରୁ, ଭିଜିଲାନ୍ସ ତାଙ୍କ ବିରୋଧରେ ପ୍ରିଭେନ୍ସନ ଅଫ କରପ୍ସନ ଆକ୍ଟ, ୨୦୧୮ ଅନୁସାରେ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ କେସ୍ ନଂ ୦୩/୨୦୨୬ ରେ ଏକ ମାମଲା ରୁଜୁ କରିଛି । ଏହାପରେ ଏସଡିଓଙ୍କୁ ଗିରଫ କରାଯାଇଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨

ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri