Posted inଜାତୀୟ

୪୦ ଜଣଙ୍କ ଜୀବନ ବଞ୍ଚାଇଲେଣି ଏହି ମୁସଲମାନ୍‌ ଯୁବକ

ହରିଦ଼୍ବାର, ୨୮।୦୭: ଶ୍ରାବଣ ମାସ କାରଣରୁ ମହାଦେବଙ୍କ ନିକଟରେ ଜଳଲାଗି କରିବା ପାଇଁ ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ଗହଳି ଲାଗିରହିଛି । ହରିଦ଼୍ବାରରେ ପ୍ରବଳ ଗହଳି କାରଣରୁ ପ୍ରଶାସନ ଆଲର୍ଟ ଜାରି କରିଛି । ପୋଲିସ୍‌ ସମେତ ଏନ୍‌ଡିଆରଏଫ୍‌ ଟିମ୍‌ ମଧ୍ୟ ଘାଟରେ ନିୟୋଜିତ ରହିଛନ୍ତି । କାଉଡ଼ିଆମାନେ ଗଙ୍ଗାରେ ବୁଡ଼ ପକାଉଛନ୍ତି । ବର୍ଷା କାରଣରୁ ଗଙ୍ଗାରେ ସ୍ରୋତ ପ୍ରଖର ରହିଛି । ତେଣୁ କିଛି କାଉଡ଼ିଆ ବୁଡ଼ି ଯାଉଥିବା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଜଣେ ଏସ୍‌ଡିଆରଏଫ୍‌ ଯବାନ ଏ ପର୍ଯ୍ୟନ୍ତ ୪୦ ଜଣଙ୍କ ଜୀବନ ବଞ୍ଚାଇଛନ୍ତି । ଏହି ଯବାନଙ୍କ ନାମ ଆଶିକ୍‌ ଅଲ୍ଲୀ ।

ଆଶିକ୍‌ ତାଙ୍କ ଦଳ ସହିତ ଏପର୍ଯ୍ୟନ୍ତ ୪୦ ଜଣ କାଉଡ଼ିଆଙ୍କ ଜୀବନ ରକ୍ଷା କରିଛନ୍ତି। ସେ ଡେରାଡୁନ ସାହସପୁରର ବାସିନ୍ଦା। ସେ ୨୦୧୨ ମସିହାରେ ଉତ୍ତରାଖଣ୍ଡ ପୋଲିସରେ ନିଯୁକ୍ତି ପାଇଥିଲେ। ୨୦୨୧ ମସିହାରେ ଏସ୍‌ଡିଆରଏଫ୍‌ରେ ହେଡ କନଷ୍ଟେବଳ ହୋଇଥିଲେ । ଏସ୍‌ଡିଆରଏଫ୍‌ରେ ଯୋଗଦେବା ପରଠାରୁ, ସେ ଲୋକଙ୍କୁ ବଞ୍ଚାଇବା ପାଇଁ କ୍ରମାଗତ ଭାବରେ ଆବଶ୍ୟକ ସ୍ଥାନକୁ ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?