ଧରିତ୍ରୀ ପ୍ରଭାବ; ସାନ୍ତାଳୀ ଗାଁ ପାଣିଖିଆରେ ପାଣି ପଶିବା ଘଟଣା, ଶୁଖିଲା ଖାଦ୍ୟ ବାଣ୍ଟିଲା ପ୍ରଶାସନ

ମହାକାଳପଡ଼ା,୨୪।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ସାନ୍ତାଳୀ ଗାଁ ପାଣି ଖିଆରେ ସମୁଦ୍ର ପାଣି ମାଡ଼ି ଆସିଛି । ଲଘୁଚାପ ପ୍ରଭାବରେ ସାମୁଦ୍ରିକ ଜୁଆର ମାଡ଼ି ଘରେ ଆଣ୍ଠୁଏ ପାଣି ଜମିଥିଲା । ଏହି ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ବିଡ଼ିଓ ତଥା ତହସିଲଦାର ରବି ନାରାୟଣ ଆଚାର୍ଯ୍ୟଙ୍କ ନିର୍ଦ୍ଦେଶ କ୍ରମେ ପଞ୍ଚାୟତ ପକ୍ଷରୁ ଶୁଖିଲା ଖାଦ୍ୟ ତଥା ଚୁଡ଼ା, ଗୁଡ, ବିସ୍କୁଟ, କ୍ୟାଣ୍ଡେଲ, ଦିଆସିଲି ଆଦି ୨୫ ପରିବାରକୁ ବଣ୍ଟନ କରାଯାଇଛି ।

ସରପଞ୍ଚ ସଫଳା ମଲିକ୍, ପଞ୍ଚାୟତ ନିର୍ବାହୀ ଅଧିକାରୀ ଚନ୍ଦନ ଦାସ, ଗଗୁଆ ରାଜସ୍ୱ ନିରୀକ୍ଷକ ଦେବେନ୍ଦ୍ର ସାହୁ ପ୍ରମୁଖ ପହଞ୍ଚି ସମସ୍ୟା ବୁଝିଥିଲେ । ଏହାସହ ବର୍ଷା ପରେ ଦୁଇଟି ଘାଇ ପୋତିବା ପାଇଁ ପ୍ରତିଶୃତି ଦେବା ପରେ ଖୁସି ବ୍ୟକ୍ତ ହୋଇଛନ୍ତି । ଗାଁକୁ ସବୁଦିନିଆ ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟିରେ ଭୂସ୍ଖଳନ, ପୂର୍ବରୁ ସିଲ୍ କରିଥିଲା ପ୍ରଶାସନ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଭୂସ୍ଖଳନ ହୋଇଛି । ଏକାଧିକ…

ଚାଷଜମିରେ ଦା’ ରେ ହାଣି ହତ୍ୟା ଉଦ୍ୟମ ଘଟଣା, ଜେଲ ଗଲେ ଅଭିଯୁକ୍ତ  

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର ପ୍ରକାଶ ବେହେରାଙ୍କୁ ତାଙ୍କ ଗ୍ରାମର ଏସ. ବଳରାମ ରେଡ୍ଡୀ ଓରଫ ବଳିଆ ଦା’ ରେ…

ଅଜଣା ଜୀବ କାମୁଡ଼ାରେ ଅନୁଭବ ମଲ୍ଲିକଙ୍କ ମୃତ୍ୟୁ, ମାଣ୍ଡିପାଙ୍କାରେ ଶୋକାକୁଳ ପରିବେଶ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଅଜଣା ବିଷାକ୍ତ ଜୀବ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ…

ଗୁଡ଼ାରିରୁ OSRTC ବସ୍ ସେବା ଦାବି: ବିଧାନସଭାରେ ଉଠିଲା ପ୍ରଶ୍ନ, ମନ୍ତ୍ରୀ କହିଲେ….

ଗୁଡାରି,୨୪।୯(ପ୍ରମୋଦ କୁମାର ପତି ): ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ସରକାରୀ ବସ ସେବା ପ୍ରଦାନ ନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ।…

୫୯ ନଂ ଜାତୀୟ ରାଜପଥ ଗାଜଲବାଡି ଘାଟି ସିଲ୍, ଗୋପାଳପୁର-ରାଇପୁର ଯାତାୟାତ ବନ୍ଦ

ଦାରିଙ୍ଗବାଡି,୨୪।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡି ଘାଟି ରାସ୍ତାକୁ ସିଲ୍ କଲା କନ୍ଧମାଳ ଜିଲା…

କଳିଙ୍ଗା ଘାଟିରେ ଭୂସ୍ଖଳନ: ଯାତାୟାତ ବନ୍ଦ, ଘଟଣାସ୍ଥଳରେ ପ୍ରଶାସନ

ଜି.ଉଦୟଗିରି, ୨୪।୯ (ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସମ୍ଭାବ୍ୟ ବାତ୍ୟାର ପ୍ରଭାବ ସହ ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲାର କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ ଘଟିଛି।…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ଗମନାଗମନ ବନ୍ଦ ଆଶଙ୍କା

ଭଞ୍ଜନଗର, ୨୪।୯ (ବାବୁଲା ପ୍ରଧାନ):ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ପୁଣି ଭୂସ୍ଖଳନ ହୋଇଛି। ଏଥର ଅନ୍ଧାରୀକୋଟି ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?