Posted inଫୁରସତ

ଏହି ଦେଶରେ କମୁଛି ସମୁଦ୍ର ଜଳ, କାରଣ ଖୋଜୁଛନ୍ତି ବୈଜ୍ଞାନିକ

ବଢୁଥିବା ସମୁଦ୍ର ଜଳ ଯୋଗୁ ସମଗ୍ର ବିଶ୍ୱ ଅସୁବିଧାରେ ପଡ଼ିଛି। ଏପରିକି ଅନେକ ସହରରେ ବୁଡ଼ିଯିବାର ଅବସ୍ଥା ମଧ୍ୟ ହୋଇଯାଇଛି। ନିକଟରେ ଆମେରିକାର ସ୍ପେସ୍‌ ଏଜେନ୍ସି ନାସା ତା’ ରିପୋର୍ଟରେ କହିଛି, ଗତ ୧୦୦ ବର୍ଷ ମଧ୍ୟରେ ଆମେରିକାର ସମୁଦ୍ର ପତ୍ତନ ଆସନ୍ତା ୩୦ବର୍ଷ ମଧ୍ୟରେ ବୃଦ୍ଧି ପାଇବ ନାହିଁ। ସବୁଠୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଯେତେବେଳେ ସମଗ୍ର ବିଶ୍ୱରେ ଜଳସ୍ତର ବୃଦ୍ଧି ହେଉଥିବା ବେଳେ ଏମିତି ଗୋଟିଏ ଦେଶ ଅଛି, ଯେଉଁଠି ସମୁଦ୍ର ଜଳ ହ୍ରାସ ପାଇବାରେ ଲାଗିଛି। ହଠାତ୍‌ କାହିଁକି ଏହା ଘଟିଲା ସେ ବିଷୟରେ ବୈଜ୍ଞାନିକମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ମାଲ୍ଟା ଏବଂ ଗୋଜୋ ଉପକୂଳରେ ଥିବା ସମୁଦ୍ର ଜଳ ରେକର୍ଡ ସ୍ତରକୁ ଖସି ଆସିଛି। ଜାନୁୟାରୀରୁ ପ୍ରାୟ ୫୦ ସେମି ହ୍ରାସ ଘଟିଛି। ଜଳ ଅଭାବରୁ ସମୁଦ୍ର କୂଳ ଚଉଡ଼ା ହୋଇଗଲାଣି। ତେବେ ପ୍ରଶ୍ନ ଉଠୁଛି ୫୦ ସେଣ୍ଟିମଟର ପାଣି କୁଆଡ଼େ ଗଲା?

ବିଶେଷଜ୍ଞଙ୍କ ଅନୁଯାୟୀ, ବର୍ତ୍ତମାନ ପର୍ଯ୍ୟନ୍ତ ହାରାହାରି ୧୫ ସେମି ହ୍ରାସ ରେକର୍ଡ କରାଯାଇଛି। ମାର୍ଚ୍ଚରେ ଜଳ ସର୍ବନିମ୍ନ ଥିବାବେଳେ ନଭେମ୍ବରରେ ଏହା କମ୍‌ ଥିଲା। କିନ୍ତୁ ଏଥର ଜାନୁୟାରୀ ଏବଂ ଫେବୃୟାରୀରେ ଏଭଳି ପରିସ୍ଥିତି ଦେଖିବାକୁ ମିଳିଛି। ଅକ୍ଟୋବର ୧୯୯୨ରୁ ମାର୍ଚ୍ଚ ୧୯୯୩ ମଧ୍ୟରେ ୪୦ ସେମିର ସର୍ବନିମ୍ନ ହ୍ରାସ ରେକର୍ଡ କରାଯାଇଥିଲା କିନ୍ତୁ ବର୍ତ୍ତମାନ ଯେତେବେଳେ ସମଗ୍ର ବିଶ୍ୱରେ ଜଳ ସ୍ତର ବଢୁଛି, ସେତେବେଳେ ଏହି ହ୍ରାସ ବୈଜ୍ଞାନିକମାନଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri