ରାତି ଅଧିଆ ମାର୍କେଟ କମ୍ପ୍ଲେକ୍ସ ସିଲ୍‌: ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ

ଗଞ୍ଜାମ,୬ା୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରେ କରୋନା ପଜିଟିଭ୍‌ ଚି଼ହ୍ନଟ ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବଡ଼ ବଜାର ମାର୍କେଟ କମ୍ପ୍ଲେକ୍ସକୁ ରବିବାର ରାତିରେ ସିଲ୍‌ କରାଯାଇଛି l ଯାହାକୁ ନେଇ ବ୍ୟବସାୟୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାିଛି। ବିନା ନୋଟିସ କିମ୍ବା ସୂଚନା ପ୍ରଦାନ ନ କରି ପ୍ରଶାସନ କିପରି ସିଲ୍‌ କଲl ବୋଲି ଦୋକାନୀମାନେ ଏନ୍‌ଏସି ଇଓ ପ୍ରଭୁ କଲ୍ୟାଣ ଦାସଙ୍କୁ ପଚାରିଥିଲେ l ଏଥିସହିତ ଶନି ଓ ରବି ଦୁଇ ଦିନ ଶଟ୍‌ଡାଉନ୍‌ ଯୋଗୁ ଲୋକେ ନାନା ହଇରାଣ ହରକତ ହେଉଛନ୍ତି। ଗୋଟିଏ ଦିନ ଲୋକଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ କିଣିବା ପାଇଁ ଅନୁମତି ଦେବା କଥା ବୋଲି ବଣିକ ସଂଘ କୋଷାଧ୍ୟକ୍ଷ ଜି ରାମଦାସ ରେଡ୍ଡୀ ସୂଚନା ଦେଇଛନ୍ତି। ଏ ସମ୍ପର୍କରେ ଏନ୍‌ଏସି ଇଓ ଦାସଙ୍କୁ ପଚାରିବାରୁ ଦୋକାନ ସିଲ୍‌ ପରେ ଲୋକଙ୍କୁ ଯାହା ଯାହା ଆବଶ୍ୟକ ସେଥିପାଇଁ ଆମେ ପଦକ୍ଷେପ ନେଇଛୁ ବୋଲି ସେ କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri