ସିଲ୍‌ ହେଲା ଆଉ ୨ ସିନେମା ହଲ୍‌

ପାରଳାଖେମୁଣ୍ଡି, ୧୦।୪(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିର ୨ଟି ସିନେମା ହଲ୍‌କୁ ଶନିବାର ସିଲ୍‌ କରିଛି ପ୍ରଶାସନ। ଜୟ ମା’ ଓ ଲକ୍ଷ୍ମୀ ସିନେମା ହଲ୍‌କୁ ଅନିର୍ଦ୍ଦିିଷ୍ଟ କାଳ ଯାଏ ସିଲ୍‌ କରାଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ ଉଲ୍ଲଂଘନ ଅଭିଯୋଗରେ ଏପରି କରାଯାଇଥିବା ଜଣାପଡ଼ିଛି।

ଦୁଇଟି ହଲକୁ ୧୦ ହଜାର ଟଙ୍କା ଲେଖାଏ ଜରିମାନା ହୋଇଛି। ଯାଞ୍ଚ ବେଳେ ଆବଶ୍ୟକ ଅନୁମତି ପତ୍ର ବା କାଗଜପତ୍ର ନଥିବା ଯୋଗୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସିନେମା ହଲକୁ ସିଲ କରାଯାଇଥିବା କହିଛନ୍ତି ପାରଳାଖେମୁଣ୍ଡି ତହସିଲଦାର ।
ପ୍ରକାଶ ଯେ, କୋଭିଡ୍‌ ଗାଇଡ୍‌ଲାଇନ ଉଲ୍ଲଂଘନ ଅଭିଯୋଗରେ ଶୁକ୍ରବାର ରାୟଗଡ଼ାର ଏକ ସିନେମା ହଲ୍‌କୁ ମଧ୍ୟ ସିଲ୍‌ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥୀ ଘୋଷଣା ପରେ ରାଜନୈତିକ ଉଷ୍ମତା

ଝାରସୁଗୁଡ଼ା ଅଫିସ,୧୦ା୫: ଆସନ୍ତା ୩୧ତାରିଖରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୧୧ତାରିଖ ନାମାଙ୍କନପତ୍ର ଦାଖଲ ଶେଷ ତାରିଖ ରହିଛି। ଇତିମଧ୍ୟରେ ୪ ରାଜନୈତିକ...

ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ହେବ ଉଚ୍ଚସ୍ତରୀୟ ତଦନ୍ତ, ଆହତଙ୍କୁ ମିଳିବ ସହାୟତା

କଟକ ଅଫିସ,୧୬।୧: ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଏକ୍ସପ୍ରେସ ଦୁର୍ଘଟଣା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ହେବ। ଏ ନେଇ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିବା ଇଷ୍ଟକୋଷ୍ଟ ରେଲଓ୍ବେ...

ଅରିନ୍ଦମଙ୍କ ପରିବାରକୁ ମିଳିଲା ମୁଖ୍ୟମନ୍ତ୍ରୀଙ୍କ ସହାୟତା ରାଶି

କେନ୍ଦୁଝର,୨୬।୯(ସ୍ବ.ପ୍ର.): କଟକ ମୁଣ୍ଡଳି ଜଳସ୍ରୋତରେ ଫସି ରହିଥିବା ହାତୀର ଖବର ସଂଗ୍ରହକୁ ଯାଇ ଖବର ପାଲଟି ଯାଇଥିବା ରିପୋର୍ଟର ଅରିନ୍ଦମ ଦାସଙ୍କ ମୃତ୍ୟୁ ସମସ୍ତଙ୍କୁ ମର୍ମାହତ...

ଗାର୍ଡଓ୍ବାଲ୍‌ରେ ପିଟିହେଲା ଟ୍ରକ

ନିରାକାରପୁର,୨୧ା୪(ଡି.ଏନ୍‌.ଏ.) : ଖୋର୍ଦ୍ଧା ଜିଲା ରାମେଶ୍ୱର ଛକ ନିକଟସ୍ଥ ୧୬ ନଂ ଜାତୀୟ ରାଜପଥରେ ଥିବା ମଲାଶୁଣୀ ନଦୀ ଗାର୍ଡଓ୍ବାଲ୍‌ରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ଏକ...

ଅଗ୍ନି-୫ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୮।୧୦: ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛି। ଭାରତର ବ୍ରହ୍ମାସ୍ତ୍ର କୁହାଯାଉଥିବା ଅଗ୍ନି-୫ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରାଯାଇଛି। ବୁଧବାର...

ଶ୍ୱଶୁର ଘର ପୋଖରୀରେ ବୁଡ଼ିଗଲେ ଜ୍ୱାଇଁ

ବାହାନଗା,୨୦ା୫(ଡି.ଏନ୍‌.ଏ.): ଶ୍ୱଶୁର ଘର ପୋଖରୀରେ ଗାଧୋଇବା ବେଳେ ବୁଡ଼ିଯାଇ ପ୍ରାଣ ହରାଇଛନ୍ତି ଜ୍ୱାଇଁ। ଏପରି ଦୁଃଖଦ ଘଟଣା ଦେଖିବାକୁ ମଳିଛି ବାଲେଶ୍ୱର ଜିଲା ବାହାନଗା ବ୍ଲକରେ।...

ଧାରଣାକାରୀଙ୍କୁ ଉଠାଇନେଲା ପୋଲିସ

ଛେଣ୍ଡିପଦା, ୨୩।୪: (ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରପଦା ପଞ୍ଚାୟତ ଗୋପୀବଲ୍ଲଭପୁରଠାରେ ନାଲ୍‌କୋର ଉତ୍କଳ ଡି ଓ ଇ କମ୍ପାନୀ ପକ୍ଷରୁ ପ୍ରସ୍ତାବିତ ଖଣି...

କହ୍ନେୟାଲାଲ ହତ୍ୟା ପ୍ରତିବାଦରେ ବିକ୍ଷୋଭ

କେନ୍ଦୁଝର,୧।୭(ସ୍ବ.ପ୍ର.): ରାଜସ୍ଥାନର ଉଦୟପୁରଠାରେ କହ୍ନେୟାଲାଲ ହତ୍ୟା ଘଟଣା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ପ୍ରତିବାଦରେ ଗୁରୁବାର ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ...

Advertisement
Archives

Model This Week