ଯମୁନାରେ ମିଳିବ ସିପ୍ଲେନ ସୁବିଧା

ନୂଆଦିଲ୍ଲୀ, ୪।୧: ପର୍ଯ୍ୟଟକ ଓ ପରିଭ୍ରମଣକାରୀଙ୍କୁ ସୁବିଧା ସହିତ କମ ସମୟରେ ଅଧିକରୁ ଅଧିକ ସ୍ଥାନ ଭ୍ରମଣ କରିବାର ସୁଯୋଗ ସ୍ଥଳପଥ ଠାରୁ ଆକାଶ ପଥରେ ହୋଇପାରିବ। ଏହାକୁ ଆଖି ଆଗରେ ରଖି ଖୁବଶୀଘ୍ର ଦିଲ୍ଲୀର ଯମୁନା ନଦୀରୁ ଅଯୋଧ୍ୟା ପର୍ଯ୍ୟନ୍ତ ଏବଂ ମୁମ୍ବାଇର ଶିରିଡି ଅଞ୍ଚଳକୁ ଆସୁଥିବା ପର୍ଯ୍ୟଟକଙ୍କୁ ସିପ୍ଲେନର ସୁବିଧା ଓ ସେବା ସରକାରଙ୍କ ପକ୍ଷରୁ ଯୋଗାଇ ଦେବାର ଯୋଜନା ରହିଛି। ଏ ନେଇ କେନ୍ଦ୍ର ସରକାରଙ୍କ ଜାହାଜ ଚଳାଚଳ ମନ୍ତ୍ରଣାଳୟ (ସିପିଙ୍ଗ ଏବଂ ଜଳ) ଅଧୀନରେ ଥିବା ସାଗରମାଳା ସିପ୍ଲେନ ସେବା (ଏସଏସପିଏସ) ଏଥିପାଇଁ ଆଗ୍ରହୀ କମ୍ପାନୀମାନଙ୍କୁ ଆମନ୍ତ୍ରଣ କରିଛି। ଖୁବ୍‌ ଶୀଘ୍ର ଏହି ସେବା ଆରମ୍ଭ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି । ଆଗାମୀ ଦିନରେ ଏହି ସି ପ୍ଲେନ ସେବା ଦେଶର ଅନ୍ୟ ସମୁଦ୍ର ମାର୍ଗ ଅଞ୍ଚଳରେ ମଧ୍ୟ ଆରମ୍ଭ ହୋଇପାରେ। ସେଥିପାଇଁ ଜାହାଜ ଚଳାଚଳ ମନ୍ତ୍ରଣାଳୟ (ସିପିଙ୍ଗ ଏବଂ ଜଳ) ସାଗରମାଳା ସିପ୍ଲେନ ସେବା (ଏସଏସପିଏସ) ପାଇଁ ଏକ୍ସପ୍ରେସନ୍‌ ଅଫ୍‌ ଇଣ୍ଟର୍ସ (ଇଓଆଇ)କୁ ଆମନ୍ତ୍ରଣ କରିଛି। ମନ୍ତ୍ରଣାଳୟ ପକ୍ଷରୁ ଦିଲ୍ଲୀର ଯମୁନା ନଦୀରୁ ଅଯୋଧ୍ୟା, ତେହେରୀ, ଶ୍ରୀନଗର (ଉତ୍ତରାଖଣ୍ଡ) ଏବଂ ଚଣ୍ଡିଗଡ଼, ମୁମ୍ବାଇରୁ ଶିରିଡି, ଲୋନାଭାଲା ଏବଂ ଗଣପତିପୁଲେ, ସୁରଟରୁ ଦ୍ୱାରକା, ମାଣ୍ଡଭି ଏବଂ କାନ୍ଦଲା, ଏହି ସବୁ ସମୁଦ୍ର ମାର୍ଗରେ ଏହି ସେବା ଆରମ୍ଭ କରିବା ନେଇ ଇଓଆଇ ମତ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri