ଜାଲନୋଟ୍‌ ଜବତ ଘଟଣାର ଅଭିଯୁକ୍ତଙ୍କ  ଘର ଯାଞ୍ଚ 

ସୁବର୍ଣ୍ଣପୁର ୫।୯: ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ଥାନା ଅନ୍ତର୍ଗତ ମାଟିଖାଇ ନୂଆବସ୍ତିରୁ ଜାଲନୋଟ ଜବତ ଘଟଣାରେ ଅଭିଯୁକ୍ତଙ୍କ ଘରେ ମଙ୍ଗଳବାର ପୁଣି ଯାଞ୍ଚ କରାଯାଇଛି। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ ଟିମ୍‌ ବିଭିନ୍ନ କାଗଜପତ୍ର ଯାଞ୍ଚ କରିଥିବା ଜଣାପଡିଛି ।
ସୂଚନାଯୋଗ୍ୟ, କ୍ରାଇମବ୍ରାଞ୍ଚ ଡିିଏସ୍‌ପିଙ୍କ ନେତୃତ୍ୱରେ ଏକ ଟିମ ମାତିଖାଇ ନୂଆବସ୍ତିରେ ପହଞ୍ଚି ଜାଲନୋଟ  କାରବାରରେ ଗିରଫ ହୋଇଥିବା ଅଭିଯୁକ୍ତ ଦୀପକ ମେହେରଙ୍କ ଘରେ ଛାନଭିନ୍‌ କରିଛି । ଅଭିଯୁକ୍ତଙ୍କ ଘରେ ବିଭିନ୍ନ କାଗଜପତ୍ର ଯାଞ୍ଚ କରି ଆଧାର କାର୍ଡ, ଭୋଟର କାର୍ଡ, ଚେକ ବହି, ମୋବାଇଲ ସମେତ ଅନ୍ୟାନ୍ୟ କାଗଜପତ୍ର ଜବତ କରିଥିବା ଜଣାପଡିଛି ।

Enter your email to get our daily news in your inbox.

All Right Reserved By Dharitri.Com

ଶେଷାନ ଓ ଗାଈଆଳ ପିଲା

ଆଲେଖ୍ୟଟିକୁ ଆରମ୍ଭ କରିବା ସ୍ବର୍ଗତଃ ଶେଷାନଙ୍କ ଅଙ୍ଗେଲିଭା ଏକ ଘଟଣାରୁ। ତିରୁନେଲାଇ ନାରାୟଣ ଆୟାର ଶେଷାନ ହେଉଛନ୍ତି ସେହି ଭାରତୀୟ ପ୍ରଶାସନିକ ଅଧିକାରୀ, ଯିଏକି ମୁଖ୍ୟ ନିର୍ବାଚନ…

କର୍ପୋରେଟ୍‌ଙ୍କ ସ୍ବାର୍ଥରେ

ଦେଶର ଦୁର୍ବଳ ହେଉଥିବା ଅର୍ଥନୀତି ଓ ବିଶେଷକରି ଆମେରିକା ପରି ପାଶ୍ଚାତ୍ୟ ସାମ୍ରାଜ୍ୟବାଦୀ ଶକ୍ତିମାନଙ୍କ ଭାରି ଚାପ ମଧ୍ୟରେ କେନ୍ଦ୍ର ସରକାର ବଜେଟ ଆଗତ କରିଛନ୍ତି। ୨୦୨୪…

କଡ଼ା ନିୟମ

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସଦ୍ୟ ନିର୍ଦ୍ଦେଶନାମା ଜାରି କରିଛି ଯେ, ୨୦୧୧ ଓ ତା’ପର ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ଇନ୍ସପେକ୍ଟର ଜେନେରାଲ ପଦବୀ ପାଇଁ ତାଲିକାଭୁକ୍ତ ହେବା…

ରୁଷିଆ ତେଲ କ୍ରୟ ଉପରେ ହଟିଲା ଟାରିଫ, ଭାରତ -ଆମେରିକା ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତି ଜାରି

ନୂଆଦିଲ୍ଲୀ,୭।୨: ଆମେରିକା ଏବଂ ଭାରତ ଏକ ମଧ୍ୟବର୍ତ୍ତୀ ବାଣିଜ୍ୟ ଚୁକ୍ତିନାମା ପାଇଁ ଶୁକ୍ରବାର ଢାଞ୍ଚା ପ୍ରକାଶ କରିଛନ୍ତି। ଏହି ଚୁକ୍ତିନାମା ଦୁଇ ଦେଶ ମଧ୍ୟରେ ଏକ ବ୍ୟାପକ…

ଟ୍ରେଡ୍‌ ନୁହେଁ, ଟ୍ରାପ୍‌ ଡିଲ୍‌: କଂଗ୍ରେସ

ନୂଆଦିଲ୍ଲୀ,୭ା୨: ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା, ପୂର୍ବତନ ସେନାମୁଖ୍ୟ ଏମ୍‌.ଏମ୍‌. ନରଓ୍ବଣେଙ୍କ ଅପ୍ରକାଶିତ ପୁସ୍ତକର ବିବାଦୀୟ ପ୍ରସଙ୍ଗ ଏବଂ ବିରୋଧୀ ଦଳର ୮ ଏମ୍‌ପିଙ୍କ ନିଲମ୍ବନକୁ ବିରୋଧ…

ଆମେରିକାର ‘ବେଆଇନ ବିଦେଶୀ’ ତାଲିକାରେ ୮୯ ଭାରତୀୟ

ନୂଆଦିଲ୍ଲୀ,୭ା୨: ବେଆଇନ ବିଦେଶୀ ଅପରାଧୀଙ୍କ ତାଲିକା ଶେୟାର କରିବା ପାଇଁ ଆମେରିକାର ହୋମ୍‌ଲ୍ୟାଣ୍ଡ ସିକ୍ୟୁରିଟି ବିଭାଗ ପକ୍ଷରୁ ‘ଆରେଷ୍ଟେଡ୍‌: ଓ୍ବର୍ଷ୍ଟ ଅଫ୍‌ ଓ୍ବର୍ଷ୍ଟ’ ନାମରେ ଏକ ପବ୍ଲିକ୍‌…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଢାଞ୍ଚା ପ୍ରକାଶିତ, କୃଷକ, ମତ୍ସ୍ୟଜୀବୀଙ୍କ ପାଇଁ…

ନୂଆଦିଲ୍ଲୀ,୭।୨: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏବେ ଜିନିଷଗୁଡ଼ିକ ସ୍ପଷ୍ଟ ହୋଇଯାଇଛି। ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ…

ନାବାଳିକାଙ୍କୁ କୁରକୁରି, ଚକଲେଟ ଦେଖାଇ ଏକ ନିଛାଟିଆ ସ୍ଥାନକୁ ଡାକିନେଲେ ବୃଦ୍ଧ, ତା’ପରେ…

ଖୁଣ୍ଟୁଣୀ,୭l୨(ସଚ୍ଚିଦାନନ୍ଦ ପଣ୍ଡା): ଜଣେ ନାବାଳିକା ୪ର୍ଥ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଉଦ୍ୟମ କରିବା ଅଭିଯୋଗରେ ଖୁଣ୍ଟୁଣୀ ଥାନା ପୋଲିସ ଶୁକ୍ରବାର ରାଧାଦାମୋଦରପୁର (କଣ୍ଟାବନ୍ଧ) ଗ୍ରାମର ଗଗନ ବିହାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri