Posted inଜାତୀୟ

ସିଟ୍‌ ନମ୍ବର 11A, ଖୁବ ଭାଗ୍ୟଶାଳୀ ଏହି ବ୍ୟକ୍ତି!

ଅହମଦାବାଦ,୧୨।୬: ଅହମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ବଞ୍ଚିଯାଇଥିବା ଖବର ଆସିଛି। ଅହମଦାବାଦ ପୋଲିସ କମିଶନର ଜିଏସ ମଲିକ କହିଛନ୍ତି, ‘ପୁଲିସ ସିଟ 11A ରେ ଜଣେ ବଞ୍ଚିଥିବା ବ୍ୟକ୍ତିଙ୍କୁ ପାଇଛନ୍ତି। ବ୍ୟକ୍ତିଙ୍କୁ ହସ୍ପିଟାଲରେ ରଖାଯାଇଛି ଏବଂ ତାଙ୍କର ଚିକିତ୍ସା ଚାଲିଛି। ମୃତ୍ୟୁ ସଂଖ୍ୟା ବିଷୟରେ ଏପର୍ଯ୍ୟନ୍ତ କିଛି କହିହେବ ନାହିଁ। ବିମାନଟି ଏକ ଆବାସିକ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ।’
ହିନ୍ଦୁସ୍ତାନ ଟାଇମ୍ସ ରିପୋର୍ଟ ଅନୁସାରେ, ବଞ୍ଚିଥିବା ୪୦ ବର୍ଷୀୟ ବ୍ୟକ୍ତି ବିଶ୍ୱାସ କୁମାର ରମେଶ ସେହି ସମୟର କାହାଣୀ କହିଥିଲେ। ସେ କହିଥିଲେ, ଉଡ଼ାଣ ଭରିବାର ୩୦ ସେକେଣ୍ଡ ପରେ ଜୋରରେ ଶବ୍ଦ ହୋଇଥିଲା ଏବଂ ତା’ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏସବୁ ବହୁତ ଶୀଘ୍ର ଘଟିଥିଲା। ଯେତେବେଳେ ମୁଁ ଉଠିଲି, ମୋ ଚାରିପାଖରେ ମୃତଦେହ ବିଛାଡ଼ି ହୋଇ ପଡ଼ିଥିଲା। ବିମାନର ଖଣ୍ଡଗୁଡ଼ିକ ମୋ ଚାରିପାଖରେ ବିଛାଡ଼ି ହୋଇ ପଡ଼ିଥିଲା। କେହି ଜଣେ ମୋତେ ଧରି ଆମ୍ବୁଲାନ୍ସରେ ବସାଇ ହସ୍ପିଟାଲକୁ ନେଇଗଲେ।’


ବ୍ରିଟିଶ ନାଗରିକ ବିଶ୍ୱାସ କିଛି ଦିନ ପାଇଁ ତାଙ୍କ ପରିବାରକୁ ଭେଟିବାକୁ ଭାରତ ଆସିଥିଲେ ଏବଂ ତାଙ୍କ ଭାଇ ଅଜୟ କୁମାର ରମେଶ (୪୫)ଙ୍କ ସହ ୟୁକେ ଫେରୁଥିଲେ। ବିଶ୍ୱାସ କହିଛନ୍ତି ଯେ ସେ ୨୦ ବର୍ଷ ଧରି ଲଣ୍ଡନରେ ରହୁଛନ୍ତି। ତାଙ୍କ ସ୍ତ୍ରୀ ଏବଂ ପିଲାମାନେ ମଧ୍ୟ ଲଣ୍ଡନରେ ରୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ...

ସାର୍‌ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’...

ରାଜ୍ୟ ସ୍ତରୀୟ ଟାଇକୋଣ୍ଡ ପ୍ରତିଯୋଗିତା: ଚମକିଲେ ଗଞ୍ଜାମ ଝିଅ,ପୁଅ ପାୟଲଙ୍କୁ ସ୍ବର୍ଣ୍ଣ କଳ୍ପଜିତଙ୍କୁ

ଗଞ୍ଜାମ,୧୪।୭(ବିଦ୍ୟାଧର ସାହୁ ): ଚଳିତ ବର୍ଷ ରାଜ୍ୟ ସ୍ତରୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଗଞ୍ଜାମର ଓଡ଼ିଆ ଝିଅ ପାୟଲ ନାହାକ (୯ )ସ୍ବର୍ଣ୍ଣ ପଦକ ଏବଂ କଳ୍ପଜିତ...

ମହାକାଶରୁ ଫେରିବା ପରେ ଏସବୁ ଜିନିଷ ଭୁଲିଯିବେ ଶୁଭାଂଶୁ ଶୁକ୍ଲା: ଖାଇବାଠାରୁ ଚାଲିବା ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧୪।୭: ଭାରତର ମହାକାଶ ଅଭିଯାନରେ ଆଉ ଏକ ଐତିହାସିକ ମୁହୂର୍ତ୍ତ ଆସିବାକୁ ଯାଉଛି। ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଲା ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରେ ୧୮ ଦିନ...

ଅବ୍ୟବସ୍ଥା ଘେରରେ ବାବା ଖଣ୍ଡେଶ୍ୱର ଶୈବପୀଠ

ଗଞ୍ଜାମ,୧୪ା୭ (ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀ ନିକଟରେ ବହୁ ପୁରାତନ ପ୍ରସିଦ୍ଧ ବାବା ଖଣ୍ଡେଶ୍ୱର ଶୈବପୀଠ ଅବସ୍ଥିତ। ଗଞ୍ଜାମ ଏନ୍‌ଏସି ଅଞ୍ଚଳର...

ପୂରୀ ମୁକ୍ତିମଣ୍ଡପ ପଣ୍ଡିତ ପୁରୁଷୋତ୍ତମପୁରରେ: ଜଗନ୍ନାଥ ମନ୍ଦିର ପରିଦର୍ଶନ ସହ କଲେ ସମୀକ୍ଷା

ପୁରୁଷୋତ୍ତମପୁର,୧୪।୭(ସୀମାଞ୍ଚଳ ମିଶ୍ର):ପୁରୀ ଜଗନ୍ନାଥ ମନ୍ଦିର ମୁକ୍ତିମଣ୍ଡପର ପଣ୍ଡିତମଣ୍ଡଳୀ ପକ୍ଷରୁ ସୋମବାର ପୁରୁଷୋତ୍ତମପୁର ରଥସାହି ବିଜେ ଜଗନ୍ନାଥ ମନ୍ଦିର ପରିଦର୍ଶନ କରିଛନ୍ତି। ଏହି ପ୍ରତିନିଧିମଣ୍ଡଳୀରେ ପଣ୍ଡିତ ବିଶ୍ୱମ୍ବର...

ବାପା-ମା’ ଶୋଇଥିବାବେଳେ ୫ ବର୍ଷର ପୁଅ କରିଦେଲେ ଏମିତି କାମ: ଉଠିଲାବେଳକୁ ଗୋଡ଼ ତଳୁ ଖସିଗଲା ମାଟି

ଆଜିକାଲି ପିଲାମାନେ ଅଧିକ ସମୟ ମୋବାଇଲ ଦେଖୁଛନ୍ତି। ମାତାପିତା ମଧ୍ୟ କାର୍ଯ୍ୟରେ ବ୍ୟସ୍ତ ହେତୁ ପିଲାଙ୍କୁ ଆକଟ କରିପାରୁନାହାନ୍ତି। ଫଳରେ ପିଲାମାନେ ମୋବାଇଲ୍‌କୁ ଅପବ୍ୟବହାର କରୁଛନ୍ତି।...

ପୂର୍ତ୍ତ ବିଭାଗର ଫାଟକ ସାଜିଛି ଡମ୍ପିୟାର୍ଡ଼: ଦୁର୍ଗନ୍ଧରେ ନାକ ଫାଟୁଛି

ଦାରିଙ୍ଗବାଡି, ୧୪।୭ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର ଭାବେ ଜଣାଶୁଣା। ଦାରିଙ୍ଗବାଡିର ପରିବେଶକୁ ସ୍ବଚ୍ଛତା ରଖାଯିବା ପାଇଁ ବ୍ଲକ ପ୍ରଶାସନ ଚେଷ୍ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri