Posted inଜାତୀୟ

କରୋନା ଯୋଦ୍ଧାଙ୍କ ପିଲା ପାଇବେ ଏମ୍‌ବିବିଏସ୍ ପାଠ୍ୟକ୍ରମରେ ସ୍ୱତନ୍ତ୍ର ସୁବିଧା: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ ।୧୧: ଦେଶରେ କରୋନା ମହାମାରୀ ସମୟରେ ଆଗଧାଡିର ଯୋଦ୍ଧାଙ୍କ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ବ୍ୟାଚେଲର ଅଫ୍ ମେଡିସିନ ଆଣ୍ଡ ବ୍ୟାଚେଲର ଅଫ୍ ସର୍ଜରୀ(ଏମ୍‌ବିବିଏସ୍‌) ପାଠ୍ୟକ୍ରମରେ କରୋନା ଯୋଦ୍ଧାଙ୍କ ପିଲାଙ୍କ ପାଇଁ ସ୍ଥାନ ସଂରକ୍ଷର ବା ରିଜରର୍ଭେସନ ସୁବିଧା ଦିଆଯିବ । ସେ କହିଛନ୍ତି ଡାକ୍ତର, ନର୍ସ, ଆଶାକର୍ମୀଙ୍କ ଭଳି କରୋନା ଯୋଦ୍ଧାଙ୍କ ପିଲାମାନଙ୍କ କ୍ଷେତ୍ରରେ ଏହା ଲାଗୁ କରାଯିବ । ସେମାନଙ୍କ ମେରିଟ ଅନୁଯାୟୀ ଏହି ସୁବିଧା ଦିଆଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି । ୨୦୨୦-୨୧ ବର୍ଷ ପାଇଁ ସେଣ୍ଟ୍ରାଲ ପୁଲ ଏମ୍‌ବିବିଏସ୍‌/ବିଡିଏସ୍ ସିଟ୍ ଅନ୍ତର୍ଗତ ‘ୱାର୍ଡ ଅଫ୍ କୋଭିଡ ୱାରିୟର୍ସ’ରୁ ପ୍ରାର୍ଥୀ ଚୟନ ଏବଂ ନାମାଙ୍କନ ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ନୂତନ ବର୍ଗ ଅନୁମୋଦନ କରିଛି । କର୍ତ୍ତବ୍ୟନିଷ୍ଠ ଭାବେ ସେବା କରୁଥିବା ସମସ୍ତ କୋଭିଡ ଯୋଦ୍ଧାଙ୍କ ଉତ୍ସର୍ଗିକୃତ ବଳିଦାନକୁ ଏହା ସମ୍ମାନୀତ କରିବ ବୋଲି ଡାକ୍ତର ହର୍ଷ ବର୍ଦ୍ଧନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri