ସେବି ପ୍ରକାଶ କଲା ଚାଞ୍ଚଲ୍ୟକର ତଥ୍ୟ, ହିମାଳୟ ବାବାଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରୁଥିଲେ ଏନ୍‌ଏସ୍‌ଇର ପୂର୍ବତନ ଅଧ୍ୟକ୍ଷା…

ମୁମ୍ବାଇ, ୧୨।୨ : ଷ୍ଟକ୍‌ ଏକ୍ସଚେଞ୍ଜ ଅଫ୍‌ ଇଣ୍ଡିଆ(ସେବି)ପକ୍ଷରୁ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ କରାଯାଇଛି। ନ୍ୟାଶନାଲ ଷ୍ଟକ୍‌ ଏକ୍ସେଚେଞ୍ଜ୍‌ (ଏନ୍‌ଏସ୍‌ଇ)ର ପୂର୍ବାତନ ଅଧ୍ୟକ୍ଷା ତଥା ସିଇଓ ଚିତ୍ରା ରାମକୃଷ୍ଣ ଜଣେ ହିମାଳୟ ବାବାଙ୍କ ନିର୍ଦ୍ଦେଶକ୍ରମେ ସମସ୍ତ ନିଷ୍ପତ୍ତି ଗ୍ରହଣ କରୁଥିଲେ।

ବାବାଙ୍କ ନିର୍ଦ୍ଦେଶକ୍ରମେ ଚିତ୍ରା ଆନନ୍ଦ ସୁବ୍ରମଣ୍ୟମଙ୍କୁ ସମୁହ ପରିଚାଳନାର ଅଧିକାରୀ ଏବଂ ପ୍ରବନ୍ଧ ନିର୍ଦ୍ଦେଶକର ପରାମର୍ଶଦାତା ଭାବେ ନିଯୁକ୍ତ କରିଥିଲେ।

ନିଯୁକ୍ତି ପ୍ରକ୍ରିୟାରେ ଚିତ୍ରା ପ୍ରତିଭୁତି ଅନୁବନ୍ଧ ନିୟମର ଉଲଂଘନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri