ଡିସେମ୍ବରରେ ବର୍ଷର ଶେଷ ସୂର୍ଯ୍ୟୋପରାଗ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଚଳିତ ବର୍ଷର ଦ୍ୱିତୀୟ ତଥା ଶେଷ ସୂର୍ଯ୍ୟୋପରାଗ ଆସନ୍ତା ଡିସେମ୍ବର ୪ରେ ସଙ୍ଗଠିତ ହେବ। ପ୍ରଥମ ପରାଗ ଗତ ଜୁନ୍‌ ୧୦ରେ ହୋଇଥିଲା। ତାହା ଏକ ବଳୟ ସୂର୍ଯ୍ୟୋପରାଗ ଥିଲା। ତେବେ ଡିସେମ୍ବରରେ ପୂର୍ଣ୍ଣ ସୂର୍ଯ୍ୟୋପରାଗ ଘଟିବ। ହେଲେ ଏହା ଭାରତ ତଥା ଓଡ଼ିଶାକୁ ଦୃଶ୍ୟମାନ ହେବ ନାହିଁ। ଏହି ପରାଗଟି ଆଣ୍ଟାର୍କଟିକାର କିଛି ଅଞ୍ଚଳରେ ପୂର୍ଣ୍ଣରୂପେ ଓ ଦକ୍ଷିଣ ଆଫ୍ରିକା, ଦକ୍ଷିଣ ଆଣ୍ଟାର୍କଟିକାର କିଛି ଅଞ୍ଚଳରେ ଆଂଶିକ ରୂପେ ଦେଖାଯିବ। ଭାରତୀୟ ସମୟ ଅନୁଯାୟୀ ସୂର୍ଯ୍ୟୋପରାଗ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହୋଇ ଅପରାହ୍ନ ୩ଟା ୭ ବେଳକୁ ଶେଷ ହେବ। ଅପରାହ୍ନ ୧ଟା ୩ରେ ସର୍ବାଧିକ ପରାଗ ଘଟିବ। ବିଭିନ୍ନ ସ୍ଥାନରେ ପରାଗର ସମୟ ଭିନ୍ନ ରହିବ। ତେବେ ୨୦୨୨ରେ ୨ଟି ସୂର୍ଯ୍ୟୋପରାଗ ଓ ୨ଟି ଚନ୍ଦ୍ର ଗ୍ରହଣ ହେବ। ଆସନ୍ତା ବର୍ଷ ଅକ୍ଟୋବର ୨୫ରେ ପରାଗ ଓ ନଭେମ୍ବର ୮ରେ ଚନ୍ଦ୍ର ଗ୍ରହଣ ଦେଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ମାସକରେ ୧୨ ଜିଲାରେ ୧୩୮ ସଂକ୍ରମିତ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ରାଜ୍ୟ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏହାକୁ ରୋକିବା ସରକାରଙ୍କ ପକ୍ଷେ ବେଳକୁ ବେଳ ମୁସ୍କିଲ ହୋଇପଡୁଛି। ସରକାର...

CORONAVIRUS UPDATE: ରାଜ୍ୟରେ ୨୧୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧,୨୬୪ ଚିହ୍ନଟ; ଜାଣନ୍ତୁ କେଉଁ ଜିଲାରେ କେତେ

ଭୁବନେଶ୍ୱର,୨୩ା୭(ବ୍ୟୁରୋ) : ଗୁରୁବାର ରାଜ୍ୟରୁ ପୁଣି ୧୨୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଜି ୨୭ଟି ଜିଲାରୁ ଏହି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ...

ରଥଯାତ୍ରା ପାଇଁ ଅନୁମତି ନ ଦେବାକୁ ଅପିଲ କରିଥିବା ଆବେଦନକାରୀ ଓକିଲଙ୍କ ଘର ଉପରକୁ ଅଣ୍ଡା ମାଡ଼

ଭୁବନେଶ୍ୱର,୨୨।୬(ବ୍ୟୁରୋ): ମଙ୍ଗଳବାର ରଥଯାତ୍ରା। ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ ସେ ନେଇ ଲାଗିରହିଛି ଆଶା ଆଶଙ୍କା। ଅନ୍ୟପକ୍ଷରେ ରଥଯାତ୍ରା ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟରେ ମାମଲାର...

ନାବାଳକଙ୍କ ଗୋଡ଼ରେ ବେଡ଼ି ପକାଇ ନିର୍ଯାତନା

ଭୁବନେଶ୍ୱର,୩।୮(ବ୍ୟୁରୋ): ଭୁବନେଶ୍ୱର ରେଳଷ୍ଟେଶନରେ ଜଣେ ନାବାଳକଙ୍କୁ ଗୋଡ଼ରେ ଲୁହା ବେଡ଼ି ପଡ଼ିଥିବା ଅବସ୍ଥାରେ ଦେଖିବାକୁ ମିଳିଥିଲା। ଚାଇଲ୍ଡ ଲାଇନ ସଦସ୍ୟମାନେ ତାଙ୍କୁ ଗୁରୁବାର ଉଦ୍ଧାର କରିଥିଲେ।...

ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍‌ ରହୁଛି ନୂଆ ଆକ୍ରାନ୍ତଙ୍କ...

୭୩.୫% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ରାଜ୍ୟରେ ପୁରୁଷ ଓ ମହିଳା ସେହିପରି ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଲୋକମାନଙ୍କ କ୍ଷେତ୍ରରେ କୋଭିଡ୍‌ ଆଣ୍ଟିବଡ଼ି ସୃଷ୍ଟି ହେବା ନେଇ କୌଣସି ବଡ଼...

ଭାରତ-ୟୁଏଇ ମିଶି ଅନେକ ମାଇଲଖୁଣ୍ଟ ପୂରଣ କରିଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୦।୯ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇ ରାଷ୍ଟ୍ରପତି ଏଚ୍‌ଇ ଶିଖ୍‌ ଖଲିଫା ବିନ୍‌ ଜାୟଦ୍‌ ଅଲ୍‌ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ...

Advertisement
Archives

Model This Week