Posted inଜାତୀୟ

ପହଞ୍ଚିଲା ସ୍ପୁଟିନିକ୍‌-ଭିର ଦ୍ୱିତୀୟ ପର୍ଯ୍ୟାୟ ଟିକା

ହାଇଦ୍ରାବାଦ,୧୬।୫: ଏକ ସ୍ବତନ୍ତ୍ର ବିମାନ ଯୋଗେ ରବିବାର ସ୍ପୁଟିନିକ୍‌-ଭିର ୬୦ ହଜାର ଡୋଜ ଦ୍ୱିତୀୟ ପର୍ଯ୍ୟାୟ ଟିକା ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଏନେଇ ଡକ୍ଟର ରେଡି ଲ୍ୟାବ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ନମୁନା କେନ୍ଦ୍ରୀୟ ଡ୍ରଗ ଲାବୋରେଟାରୀକୁ ପଠାଯିବ। ଅନୁମୋଦନ ପରେ ଖୁବ୍‌ ଶୀର୍ଘ ସ୍ପୁଟିନିକ୍‌-ଭିର ଟିକାକରଣ ଭାରତରେ ଆରମ୍ଭ କରାଯିବ ବୋଲି ଜଣାପଡିଛି। ଭାରତରେ ସ୍ପୁଟିନିକ୍‌-ଭିର ଟିକାକରଣ ଅଭିଯାନରେ ଋଷ ଟିକା ବିଶେଷ ସହାୟକ ହେବ ବୋଲି ରୁଷ ରାଷ୍ଟ୍ରଦୂତ ନିକୋଲାଇ କୁଦାଶେଭ ଟୁଇଟ କରି ଜଣାଇଛନ୍ତି। ସୂଚନାଯୋଗ୍ୟ ମେ ୧ରେ ସ୍ପୁଟିନିକ୍‌-ଭିର ପ୍ରଥମ ପର୍ଯ୍ୟାୟ ଟିକା ଭାରତରେ ପହଞ୍ଚିଥିଲା। ସ୍ପୁଟିନିକ୍‌-ଭି ଟିକା ଯାହାର ମୂଲ୍ୟ ୯୪୮ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀ ୧ ନମ୍ବର ମୁଖ୍ୟମନ୍ତ୍ରୀ, ଚତୁର୍ଥରେ ନବୀନ

ନୂଆଦିଲ୍ଲୀ,୨୪ା୧:ଇଣ୍ଡିଆ ଟୁଡେ ମୁଡ୍‌ ଅଫ୍‌ ଦି ନେଶନ ପକ୍ଷରୁ ଜାନୁୟାରୀରେ କରାଯାଇଥିବା ସର୍ଭେ ଅନୁଯାୟୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ଭାବେ...

ଆମାଜନକୁ ୨୦୨ କୋଟିର ଜରିମାନା

ନୂଆଦିଲ୍ଲୀ,୧୮।୧୨: ବିଶ୍ୱର ସବୁଠାରୁ ବଡ ଇ- କମର୍ସ କମ୍ପାନୀ ଆମାଜନକୁ ଶୁକ୍ରବାର ବଡ ଝଟକା ଲାଗିଛି। ଭାରତର ପ୍ରତିଯୋଗିତା କମିଶନ ଫ୍ୟୁଚର ଗ୍ରୁପ ସହିତ ଆମାଜନ...

ପୁଣି ଅଟକିଲା ଫାଶୀ

ନୂଆଦିଲ୍ଲୀ, ୩ା୩(ପି.ଟି./ଆଇଏଏନ୍‌ଏସ୍‌): ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ମୃତ୍ୟୁଦଣ୍ଡାଦେଶ ପାଇଥିବା ୪ ଦୋଷୀଙ୍କୁ ମଙ୍ଗଳବାର ଫାଶୀ ଦିଆଯିବ ନାହିଁ। ଦିଲ୍ଲୀର ପଟିଆଲା ହାଉସ୍‌ କୋର୍ଟ...

ପୋଲିସ-ପ୍ରବାସୀ ଶ୍ରମିକ ମୁହାଁମୁହିଁ

ଅହମଦାବାଦ,୧୮।୫: ଥମୁନି ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା। ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକ ନିଜ ନିଜ ରାଜ୍ୟରେ ପହଞ୍ଚିଥିବା ବେଳେ ଏବେବି ଆହୁରି ଅନେକ ବାହାର ରାଜ୍ୟରେ...

ସନ୍ତାନଙ୍କୁ ଥରେ ସମ୍ପତ୍ତି ଦେଇ ନେଇ ପାରିବେ ନାହିଁ ଅଭିଭାବକ: ହାଇକୋର୍ଟ…

ଚେନ୍ନାଇ,୧୫।୧୨ : ମାଡ୍ରାସ ହାଇକୋର୍ଟ ଏକ ଆଦେଶରେ କହିଛନ୍ତି ଯେ ଅଭିଭାବକ ଦ୍ୱାରା ଥରେ ଦିଆଯାଇଥିବା ସମ୍ପତ୍ତି ଫେରସ୍ତ ନେଇପାରିବେ ନାହିଁ। ଯଦି ପିତାମାତା ତଥା...

ଓମିକ୍ରନ ଭାରିଆଣ୍ଟ ଡାକ୍ତର ସୁସ୍ଥ ହେବାପରେ ପୁଣି କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୭।୧୨: କରୋନା ଭାଇରସର ଓମିକ୍ରନ ଭାରିଆଣ୍ଟ ଏବେ ସମଗ୍ର ବିଶ୍ୱକୁ ଚିନ୍ତାରେ ପକାଇଛି। ଭାରତରେ ମଧ୍ୟ ଏହି ଭାରିଆଣ୍ଟର ୨୦ରୁ ଅଧିକ ମାମଲା ଦେଖିବାକୁ ମିଳିଛି।...

‘ପଠାନ୍‌’ରେ ପରିବର୍ତ୍ତନ କରିବାକୁ ସେନ୍‌ସର ବୋର୍ଡର ନିର୍ଦ୍ଦେଶ

ମୁମ୍ବାଇ,୨୯ା୧୨: ଡିସେମ୍ବର ୧୨ରୁ ଅନ୍‌ଲାଇନ୍‌ରେ ଉପଲବ୍ଧ ଶାହରୁଖ୍‌ ଖାନ୍‌ ଓ ଦୀପିକା ପାଦୁକୋଣଙ୍କ ଅଭିନୀତ ବଲିଉଡ୍‌ ଫିଲ୍ମ ‘ପଠାନ୍‌’ର ବେସରମ୍‌ ରଙ୍ଗ୍‌ ଗୀତକୁ ନେଇ ବିବାଦ...

ମଞ୍ଚରେ ବଂଶୀ ବଜାଇଲେ ତେଜ ପ୍ରତାପ

ବୈଶାଳି, ୨୧।୨: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତଥା ବିହାରର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତେଜ ପ୍ରତାପ ଯାଦବ ଭିନ୍ନ ଭିନ୍ନ ଲୁକ୍‌ରେ ନଜର...

Advertisement
Archives

Model This Week