Posted inଜାତୀୟ

ପହଞ୍ଚିଲା ସ୍ପୁଟିନିକ୍‌-ଭିର ଦ୍ୱିତୀୟ ପର୍ଯ୍ୟାୟ ଟିକା

ହାଇଦ୍ରାବାଦ,୧୬।୫: ଏକ ସ୍ବତନ୍ତ୍ର ବିମାନ ଯୋଗେ ରବିବାର ସ୍ପୁଟିନିକ୍‌-ଭିର ୬୦ ହଜାର ଡୋଜ ଦ୍ୱିତୀୟ ପର୍ଯ୍ୟାୟ ଟିକା ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଏନେଇ ଡକ୍ଟର ରେଡି ଲ୍ୟାବ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ନମୁନା କେନ୍ଦ୍ରୀୟ ଡ୍ରଗ ଲାବୋରେଟାରୀକୁ ପଠାଯିବ। ଅନୁମୋଦନ ପରେ ଖୁବ୍‌ ଶୀର୍ଘ ସ୍ପୁଟିନିକ୍‌-ଭିର ଟିକାକରଣ ଭାରତରେ ଆରମ୍ଭ କରାଯିବ ବୋଲି ଜଣାପଡିଛି। ଭାରତରେ ସ୍ପୁଟିନିକ୍‌-ଭିର ଟିକାକରଣ ଅଭିଯାନରେ ଋଷ ଟିକା ବିଶେଷ ସହାୟକ ହେବ ବୋଲି ରୁଷ ରାଷ୍ଟ୍ରଦୂତ ନିକୋଲାଇ କୁଦାଶେଭ ଟୁଇଟ କରି ଜଣାଇଛନ୍ତି। ସୂଚନାଯୋଗ୍ୟ ମେ ୧ରେ ସ୍ପୁଟିନିକ୍‌-ଭିର ପ୍ରଥମ ପର୍ଯ୍ୟାୟ ଟିକା ଭାରତରେ ପହଞ୍ଚିଥିଲା। ସ୍ପୁଟିନିକ୍‌-ଭି ଟିକା ଯାହାର ମୂଲ୍ୟ ୯୪୮ଟଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦ ଭବନରେ ନିଆଁ

ନୂଆଦିଲ୍ଲୀ, ୧୭।୮: ଦିଲ୍ଲୀରେ ଥିବା ସଂସଦ ଭବନରେ ସୋମବାର ସକାଳ ୭ଟା ୩୦ରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ...

ଲକ୍‌ଡାଉନ୍‌ ପ୍ରଭାବ: ୧୦ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ ହ୍ରାସ…

ନୂଆଦିଲ୍ଲୀ,୧୭।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌...

ଦୈନିକ ସଂକ୍ରମଣ ୩୦ ହଜାର ତଳେ…

ନୂଆଦିଲ୍ଲୀ,୨୧।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ...

ନଭେମ୍ବରରେ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨।୧୧: ସବୁ ରାଜ୍ୟର ବ୍ୟାଙ୍କଗୁଡିକ ନଭେମ୍ବରରେ ପ୍ରାୟ ୧୨ ଦିନ ବନ୍ଦ ରହିବ ବୋଲି ଆରବିଆଇ ଓ୍ବେବସାଇଟ୍‌ ପକ୍ଷରୁ ସୂଚନା ମିଳିଛି। ଏଥିମଧ୍ୟରେ ଖାଲି ୮ଟି...

ନିର୍ବାଚନ ପୂର୍ବରୁ ବାଡ଼ଡିଆଁ…

ନୂଆଦିଲ୍ଲୀ,୯।୬: ଆସନ୍ତା ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ଶକ୍ତି ବୃଦ୍ଧି କରିବା ଲାଗି ଅଣ୍ଟାଭିଡ଼ିବା ଆରମ୍ଭ କରିଛି।...

ପୁଣି ଥରେ ଜାତୀୟ ସୁରକ୍ଷା ଆଳ ଦେଖାଇଲେ ସରକାର

ନୂଆଦିଲ୍ଲୀ, ୧୪ା୯: ଜାତୀୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ପେଗାସସ୍‌ ସମ୍ପର୍କୀତ ସମ୍ପୂର୍ଣ୍ଣ ବିବରଣୀ ଦାଖଲ କରି ହେବନାହିଁ। ଆତଙ୍କବାଦୀ କାର୍ଯ୍ୟକଳାପ ତଥା ଦେଶର ସୁରକ୍ଷାକୁ ବିପଦରେ...

ଆତଙ୍କବାଦୀଙ୍କ ବର୍ବରତା: ୬ ଶ୍ରମିକଙ୍କୁ ଗୁଳିକରି ହତ୍ୟା

ଶ୍ରୀନଗର,୩୦ା୧୦(ପି.ଟି.) : ୟୁରୋପୀୟ ସଂଘ(ଇୟୁ)ର ୨୩ ଜଣିଆ ପ୍ରତିନିଧି ଦଳ ମଙ୍ଗଳବାର ଜମ୍ମୁ-କଶ୍ମୀର ଗସ୍ତ କରିଥିବାବେଳେ ଆତଙ୍କବାଦୀମାନେ କୁଲଗାମ ଜିଲାରେ ରକ୍ତର ହୋଲି ଖେଳିଛନ୍ତି। ସେମାନେ...

ହସ୍ପିଟାଲରେ ରୋଗୀଙ୍କୁ ପିଟିଲେ ଡାକ୍ତର: ଭିଡିଓ ଭାଇରାଲ

ଜୟପୁର,୪।୬: ରାଜସ୍ଥାନ ଜୟପୁରର ସଓ୍ବାଇ ମାନସିଂ ହସ୍ପିଟାଲରେ ଜଣେ ଡାକ୍ତର ରୋଗୀଙ୍କୁ ପିଟିବାର ଭିଡିଓ ଭାଇରାଲ ହୋଇଛି। ସୋମବାର ଏହି ଭିଡିଓ ଭାଇରାଲ ହେବାପରେ ରାଜସ୍ଥାନ...

Advertisement
Archives

Model This Week