ରାଜ୍ୟରେ ଦ୍ୱିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଶୁକ୍ରବାର ଆଉ ଜଣେ ବ୍ୟକ୍ତି କୋଭିଡ୍‌ରେ ପ୍ରାଣ ହରାଇଛନ୍ତି। ଚତୁର୍ଥ ଲହରରେ ରାଜ୍ୟରେ ଏହା ଦ୍ୱିତୀୟ କରୋନା ମୃତ୍ୟୁ। ମୃତକ ହେଲେ ସୁନ୍ଦରଗଡ଼ର ଜଣେ ୮୨ବର୍ଷୀୟ ବ୍ୟକ୍ତି। ଏଥିସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯,୧୨୮କୁ ବୃଦ୍ଧି ପାଇଛି। ପୂର୍ବରୁ ଗତ ମଙ୍ଗଳବାର ଭୁବନେଶ୍ୱରରେ ଜଣେ ୭୮ ବର୍ଷୀୟ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିଲା। ଅପରପକ୍ଷେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪୮୨୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ୧,୦୪୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri