ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ ଭାରତ ସ୍କାଉଟସ ଓ ଗାଇଡ୍‌ସ କ୍ୟାମ୍ପରର ଦ୍ୱିତୀୟ ଦିବସର ଅପରାହ୍ନରେ ଭିନ୍ନ ଏକ ଦୃଶ୍ୟ ସମସ୍ତଙ୍କୁ ଆକୃଷ୍ଟ କରିଛି। ପ୍ରକାଶ ଯେ ଦ୍ୱିତୀୟ ଦିବସରେ ଏକାଧିକ କାର୍ଯ୍ୟ କରାଯାଇଥିବାବେଳେ ଛାତ୍ରୀଛାତ୍ରଙ୍କୁ ନେଇ ଏକ ଫ୍ୟାନ୍‌ସି ଡ୍ରେସ ଶୋ ଅନୁଷ୍ଠିତ ହୋଇଥିଲା। ଏଥିରେ ଜନପ୍ରିୟ ତଥା ପାରମ୍ପରିକ ପୋଷାକ ପରିଧାନ କରି ନିଜ କଳା ପ୍ରଦର୍ଶନ କରାଯାଇଥିଲା। ଯାହାକି ଉପସ୍ଥିତ ଦର୍ଶକ ଓ ଅନ୍ୟ ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ ଓ ଆକର୍ଷଣ କରିଥିଲା । ଏହି ଅବସରରେ ଏହି ଜନପ୍ରିୟ ପାରମ୍ପରିକ ପୋଷାକ ଢଙ୍ଗକୁ ପରିଧାନ କରିଥିବା ଛାତ୍ରୀଛାତ୍ରଙ୍କୁ ଭାରତ ସ୍କାଉଟ ଓ ଗାଇଡ କ୍ୟାମ୍ପ ପକ୍ଷରୁ ମଞ୍ଚରେ ସମ୍ବର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମକୁ ସ୍କାଉଟସ ଓ ଗାଇଡ୍‌ସର ଅଧ୍ୟକ୍ଷ ତଥା ଜିଲା ଶିକ୍ଷାଧିକାରୀ ରାଜେଶ କୁମାର ସ୍ବାଇଁଙ୍କ ତତ୍ତ୍ୱାବଧାନରେ ଜିଲା ସମ୍ପାଦକ ସଞ୍ଜୟ କୁମାର ପାତ୍ର, ସହ ସମ୍ପାଦକ ରଙ୍କନିଧି ବେହେରା, ଡିସିଓ ରାକେଶ ବିଶୋଇ ସିମନବାଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିଶିର ପଟ୍ଟନାୟକ ପ୍ରମୁଖ ପରିଚାଳନା କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ  ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ସର୍ଟ…

କର୍ନାଟକ କ୍ୟାବିନେଟ ମନ୍ତ୍ରୀ ଡି. ସୁଧାକରଙ୍କ ଦେହାନ୍ତ, ହସ୍ପିଟାଲରେ ହେଉଥିଲା ଚିକିତ୍ସା

ବେଙ୍ଗାଲୁରୁ,୧୦।୫: କର୍ନାଟକର ମନ୍ତ୍ରୀ ଏବଂ କଂଗ୍ରେସ ନେତା ଡି. ସୁଧାକରଙ୍କ ଦେହାନ୍ତ ହୋଇଛି। ସେ ବହୁ ସମୟ ଧରି ଚିକିତ୍ସାଧୀନ ଥିଲେ। ଏହି ଅବସରରେ, ଉପମୁଖ୍ୟମନ୍ତ୍ରୀ ଡି.କେ.…

ପୂର୍ବତନ IAS ସୁବ୍ରତ ଗୁପ୍ତା ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ, ନିର୍ବାଚନରେ ଗ୍ରହଣ କରିଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା

କୋଲକାତା,୧୦।୫: ଶନିବାର (୯ ମଇ, ୨୦୨୬) ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ନବନିର୍ବାଚିତ ସରକାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ବର୍ଜ୍ୟ ସମସ୍ୟାର ସମାଧାନ ଲାଗି ଡ. ଶାନ୍ତି…

ଆମ ବିଦ୍ୟାଳୟ

ଗ୍ରାଗ୍ରାମୀଣ ଭାରତର ଅନେକ ଅଞ୍ଚଳ ଏପର୍ଯ୍ୟନ୍ତ ଶିକ୍ଷାର ଆଲୋକରୁ ବଞ୍ଚିତ। ବିଶେଷ କରି ନିପଟ ମଫସଲ ଗାଁମାନେ, ଯେଉଁଠି ସହରି ଚାଲି ଚଳନ ସମ୍ପୂର୍ଣ୍ଣ ଭାବେ ପହଞ୍ଚିନାହିଁ,…

ପଶ୍ଚିମବଙ୍ଗର ନୂଆ ଅଧିକାରୀ

ପଶ୍ଚିମବଙ୍ଗ ରାଜନୈତିକ ଇତିହାସରେ ୯ ମେ’ ୨୦୨୬ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ସେଠାରେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଆସିବା…

ଉଜୁଡ଼ା ବଣ ଓ ଅସୁରକ୍ଷିତ ପ୍ରାଣୀ

ପ୍ରାକୃତିକ ପରିସଂସ୍ଥାକୁ ପରିପୁଷ୍ଟ, ପ୍ରାଣବନ୍ତ ଓ ପ୍ରଭାବଶାଳୀ କରିବା ଦିଗରେ ବନ୍ୟପ୍ରାଣୀଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ବିଶ୍ବଖାଦ୍ୟ ଓ ଜଳ ନିରାପତ୍ତା ଏବଂ ଜୈବବିବିଧତାର ପ୍ରାଚୁର୍ଯ୍ୟକୁ ଋଦ୍ଧିମନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri