୧ କୋଟିରୁ ଉର୍ଦ୍ଧ୍ୱ ମହିଳାଙ୍କ ଆକାଉଣ୍ଟକୁ ଗଲା ଦ୍ୱିତୀୟ କିସ୍ତି; ବ୍ରହ୍ମପୁରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୮।୩(ସନ୍ତୋଷ ପାଢ଼ୀ) : ରାଜ୍ୟରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ଲେଖାଏ ମହିଳାଙ୍କ ଆକାଉଣ୍ଟକୁ ଶନିବାର ଆସିଛି। ଗଞ୍ଜାମ ଜ଼ିଲା ବ୍ରହ୍ମପୁର ସହର ଆମ୍ବପୁଆ ପଡ଼ିଆରେ ଆୟୋଜିତ କାର୍ଯ ଊର୍ଦ୍ଧ୍ୱ ମହିଳାଙ୍କ ଆକାଉଣ୍ଟକୁ ଏହି କିସ୍ତି ପ୍ରଦାନର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ-ପ୍ରଭାତୀ ପରିଡା, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଜେନା, ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ, ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଆସ୍କା ଏମ୍‌ପି ଅନିତା ସୁଭଦର୍ଶନୀ, ଜ଼ିଲାର ବିଧାୟକଗଣ , ଗଞ୍ଜାମ ଜ଼ିଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନକିଣା: ଟୋକନ ଅପେକ୍ଷାରେ ଚାଷୀ

ପଦ୍ମପୁର,୨୨।୧୨(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ମଣ୍ଡି ଖୋଲିବାର ୨୫ ଦିନ ବିତିଯାଇଛି। ମାତ୍ର ଅଧିକାଂଶ ଚାଷୀଙ୍କ ପାଖରେ ଏଯାଏ ଟୋକନ ପହଞ୍ଚି ପାରିନାହିଁ। ଯେଉଁ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri