୧ କୋଟିରୁ ଉର୍ଦ୍ଧ୍ୱ ମହିଳାଙ୍କ ଆକାଉଣ୍ଟକୁ ଗଲା ଦ୍ୱିତୀୟ କିସ୍ତି; ବ୍ରହ୍ମପୁରରୁ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୮।୩(ସନ୍ତୋଷ ପାଢ଼ୀ) : ରାଜ୍ୟରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ଲେଖାଏ ମହିଳାଙ୍କ ଆକାଉଣ୍ଟକୁ ଶନିବାର ଆସିଛି। ଗଞ୍ଜାମ ଜ଼ିଲା ବ୍ରହ୍ମପୁର ସହର ଆମ୍ବପୁଆ ପଡ଼ିଆରେ ଆୟୋଜିତ କାର୍ଯ ଊର୍ଦ୍ଧ୍ୱ ମହିଳାଙ୍କ ଆକାଉଣ୍ଟକୁ ଏହି କିସ୍ତି ପ୍ରଦାନର ଶୁଭାରମ୍ଭ କରିଥିଲେ। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ-ପ୍ରଭାତୀ ପରିଡା, ପୂର୍ତ୍ତ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଜେନା, ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ, ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ, ଆସ୍କା ଏମ୍‌ପି ଅନିତା ସୁଭଦର୍ଶନୀ, ଜ଼ିଲାର ବିଧାୟକଗଣ , ଗଞ୍ଜାମ ଜ଼ିଲାପାଳ ଦିବ୍ୟଜ୍ୟୋତି ପରିଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ…

ଶ୍ରାବଣ ମାସ ପାଇଁ ଚଳଚଞ୍ଚଳ ଗାଁଠୁ ସହର: ଆଖଣ୍ଡଳମଣି ପୀଠ ସହ ଋଷିକୂଲ୍ୟା ନଦୀ ଘାଟ ସଫେଇ କଲେ ଯୁବଗୋଷ୍ଠୀ

ଗଞ୍ଜାମ,୩୦।୭(ବିଦ୍ୟାଧର ସାହୁ ): ଆସିଗଲା ଶ୍ରାବଣ ମାସ । ଜଳ ଭାର ନେଇ ବିଭିନ୍ନ ଶୈବ ପୀଠ ମୁଖେ ବାହାରିବେ କାଉଡିଆ । ଭୋଲ ବମ ହରହର…

ମହିଳା ସଶକ୍ତିକରଣ ସମ୍ପର୍କିତ ‘ଶକ୍ତିଶ୍ରୀ’ କର୍ମଶାଳା

ଦିଗପହଣ୍ଡି,୩୦ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ମହିଳା ସଶକ୍ତିକରଣ ସମ୍ପର୍କିତ ଶକ୍ତିଶ୍ରୀ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ. ଅସିତ…

ଧୋଇନେଲା ଆପ୍ରୋଚ୍‌ ରାସ୍ତା: ୮ ଗାଁ ଯୋଗାଯୋଗରୁ ବିଚ୍ଛିନ୍ନ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଗତ ୩ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ଏହାକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲା ଜରୁରିକାଳୀନ ପରିଚାଳନା…

ଶୌଚ ସାରି ଫେରୁଥିଲେ ରୁକୁଣୀ, ହଠାତ୍‌ ଉପରେ ପଡ଼ିଲା କାନ୍ଥ: ଆଉ ତା’ପରେ…

ଗୁଣପୁର, ୩୦।୭( ସୁଜାତା ପାଢ଼ୀ): ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ବ୍ଲକ ଅମ୍ବାଦଳା ଥାନା ଅଧିନ ବାଘ ଡ଼ଙ୍ଗରି ଗ୍ରାମର ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଷୁଡି ପଡିବା…

ସହକାରୀ ଶିକ୍ଷକରୁ ପ୍ରଧାନଶିକ୍ଷକ ଭାବେ ବଦଳି ହେଲେ ପଦ୍ମନ ଶବର, ଭାବବିହ୍ବଳ ହୋଇ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ପିଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ ସହକାରୀ ଶିକ୍ଷକ ପଦ୍ମନ ଶବରଙ୍କୁ ବୁଧବାର ବିଦ୍ୟାଳୟ ପକ୍ଷରୁ ବଦଳିକାଳୀନ…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ…

୧୦ ପଞ୍ଚାୟତର ଦୁଃଖ ବଉଦପାଟ, ବନ୍ୟା ହେଲେ ଜଳ ନିଷ୍କାସନରେ ବାଧକ ସାଜିଛି ୫୩ ନମ୍ବର ଜାତୀୟ ରାଜପଥ ବାଧକ

ମହାକାଳପଡ଼ା,୩୦ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ୧୦ପଞ୍ଚାୟତ ଚାଷକ୍ଷେତରେ ବର୍ଷା ଓ ବନ୍ୟା ଜଳ ନିଷ୍କାସନରେ ୫୩ ନଂ. ଜାତୀୟ ରାଜପଥ ବାଧକ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri