Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ: ୩ଟା ସୁଦ୍ଧା ୫୧ ପ୍ରତିଶତ ମତଦାନ

ଅହମ୍ମଦାବାଦ,୫।୧୨: ଗୁଜୁରାଟର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସୋମବାର ଶେଷ ହୋଇଛି। ଯେଉଁମାନେ ଭୋଟିଂ ଲାଇନରେ ଅଛନ୍ତି ସେମାନେ ସନ୍ଧ୍ୟା ୫ଟା ପରେ ମଧ୍ୟ ଭୋଟ ଦେଇପାରିବେ। ତେବେ ୩ଟା ସୁଦ୍ଧା ୫୧ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି।

ଗୁଜୁରାଟ ନିର୍ବାଚନ ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟରେ ୧୪ଟି ଜିଲାର ୯୩ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅହମ୍ମଦାବାଦର ଏକ ମତଦାନ କେନ୍ଦ୍ରରେ ଭୋଟ ଦେଇଛନ୍ତି। ଅହମ୍ମଦାବାଦ, ଭଡୋଦରା, ଗାନ୍ଧୀନଗର ଏବଂ ଅନ୍ୟାନ୍ୟ ଜିଲାର ନିର୍ବାଚନମଣ୍ଡଳୀରେ ୬୧ଟି ରାଜନୌତିକ ଦଳର ମୋଟ୍‌ ୮୩୩ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହାପୂର୍ବରୁ ଡିସେମ୍ବର ୧ ଅନୁଷ୍ଠିତ ହୋଇଥିବା ପ୍ରଥମ ପର୍ଯ୍ୟାୟରେ ୮୯ଟି ସିଟ୍‌ ପାଇଁ ମତଦାନ ହୋଇଥିଲା। ଏଥିରେ ୬୩ ପ୍ରତିଶତ ଭୋଟ୍‌ ହୋଇଥିଲା। ଡିସେମ୍ବର ୮ରେ ହିମାଚଳ ସହିତ ଗୁଜୁରାଟ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଟିକାର ଭିନ୍ନଭିନ୍ନ ଦାମ ନେଇ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ: କେନ୍ଦ୍ର ସରକାରଙ୍କୁ ମାଗିଲେ ଜବାବ୍‌ …

ନୂଆଦିଲ୍ଲୀ,୨୭।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ପ୍ରତିଷେଧକ ଟିକାର ଭିନ୍ନଭିନ୍ନ ଦାମ୍‌ ନେଇ ରାଜସ୍ଥାନ ଏବଂ...

ଭୟରେ କଶ୍ମୀରୀ ପଣ୍ଡିତଙ୍କ ଶିବିର ସିଲ୍‌

ଶ୍ରୀନଗର, ୨ା୬: କଶ୍ମୀରରେ ଟାର୍ଗେଟ କିଲିଂ ଥମୁ ନ ଥିବାରୁ ଉପତ୍ୟକା ଛାଡ଼ିବାକୁ କଶ୍ମୀରୀ ପଣ୍ଡିତମାନେ ଚେତାବନୀ ଦେବା ପରେ ସ୍ଥାନୀୟ ପ୍ରଶାସନ ସେମାନଙ୍କ ଟ୍ରାଞ୍ଜିଟ୍‌...

ଯୋଗୀଙ୍କ ସଫଳତାର ରିପୋର୍ଟ କାର୍ଡ, ୫ ବର୍ଷରେ ରାଜ୍ୟରେ ଦଙ୍ଗା ନାହିଁ…

ଲକ୍ଷ୍ନୌ, ୩।୨ : ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଭାଜପା ସରକାରଙ୍କ ସଫଳତାର ରିପୋର୍ଟ କାର୍ଡ ଉପସ୍ଥାପନ କରିଛନ୍ତି। ସେ ଗୋଟି...

ପୁଣି ଉପରାଜ୍ୟପାଳ-ମୁଖ୍ୟମନ୍ତ୍ରୀ ବିବାଦ, ଅବକାରୀ ନୀତିର ହେବ ସିବିଆଇ ଯାଞ୍ଚ୍‌…

ନୂଆଦିଲ୍ଲୀ,୨୨।୭ : ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏବଂ ଉପରାଜ୍ୟପାଳବିନୟ କୁମାର ସାକ୍ସେନାଙ୍କ ମଧ୍ୟରେ ବିବାଦର ଥମିବାର ନା ଧରୁନି। ପୁଣି ଥରେ ଏହି ଦୁଇଜଣ...

ଜମ୍ମୁରେ ଓଲଟିଲା ବସ: ୨୫ ଯାତ୍ରୀ ଆହତ

ଜମ୍ମୁ,୨୮ା୫: ଜମ୍ମୁର ଡୋଡା ଜିଲାକୁ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ ଉଦ୍ଧାମପୁରର ବଟ୍ଟଲ ବଲିଆ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡିଛି। ଫଳରେ ୨୫ଜଣ ଯାତ୍ରୀ...

କରୋନାରେ ମୃତ୍ୟୁ ହୋଇଥିଲେ ମୃତ୍ୟୁ ପ୍ରମାଣପତ୍ରରେ ଏହା ଉଲ୍ଲେଖ କରାଯିବ

ନୂଆଦିଲ୍ଲୀ,୧୨ ।୯: କରୋନାରେ ଯେଉଁମାନଙ୍କର ମୃତ୍ୟୁ ହେଉଛି ସେମାନଙ୍କ ମୃତ୍ୟୁ ପ୍ରମାଣପତ୍ରରେ ଏହା ଉଲ୍ଲେଖ କରାଯିବ । ଅର୍ଥାତ୍ କରୋନାରେ ମୃତ୍ୟୁ ବୋଲି ଲେଖାଯିବ ।...

ଓଡ଼ିଶା ସମେତ ୯ ରାଜ୍ୟକୁ କୋଭିଡ୍‌ ଭୟ ଅଧିକ

ନୂଆଦିଲ୍ଲୀ,୧୮ା୭(ପି.ଟି.): ଓଡ଼ିଶା ସମେତ ୯ ରାଜ୍ୟର ବିଭିନ୍ନ ଜିଲାକୁ କୋଭିଡ୍‌-୧୯ ମହାମାରୀ ପ୍ରଭାବର ଭୟାବହତା ସର୍ବାଧିକ ବୋଲି ଲାନ୍‌ସେଟ୍‌ ପକ୍ଷରୁ କରାଯାଇଥିବା ଅଧ୍ୟୟନରେ କୁହାଯାଇଛି। ଅନ୍ୟ...

ସୁରଟ ଅଗ୍ନିକାଣ୍ଡ : କୋଚିଂ ସେଣ୍ଟର ମାଲିକ ଗିରଫ, ୨ ଅଗ୍ନିଶମ ଅଧିକାରୀ ନିଲମ୍ବିତ

ସୁରଟ,୨୫ା୫ : ଗୁଜୁରାଟର ହୀରା ସହର କୁହାଯାଉଥିବା ସୁରଟର ଏକ କୋଚିଂ ସେଣ୍ଟରରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟି ୨୦ରୁ ଊର୍ଦ୍ଧ୍ୱ ଛାତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ...

Advertisement
Archives

Model This Week