ରଥ ନିର୍ମାଣ ପାଇଁ ବୌଦ୍ଧରୁ ପୁରୀ ଗଲା ଦ୍ୱିତୀୟ ପର୍ଯ୍ୟାୟ କାଠ

ବୌଦ୍ଧ,୧୦ା୪(ସ୍ବ.ପ୍ର.): ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରାର ରଥ ନିର୍ମାଣ ପାଇଁ ବୌଦ୍ଧରୁ ଦ୍ୱିତୀୟ ପର୍ଯ୍ୟାୟ କାଠ ପଠାଯାଇଛି। ଶୁକ୍ରବାର ଦିନ ବୌଦ୍ଧରୁ ପ୍ରଥମ ପର୍ଯ୍ୟାୟରେ ୨୮ ଖଣ୍ଡ କାଠ ପଠାଯାଇଥିଲା ବେଳେ ରବିବାର ଦିନ ଦ୍ୱିତୀୟ ପର୍ଯ୍ୟାୟରେ ୪୮ ଖଣ୍ଡ ଅସନ, ୬ ଖଣ୍ଡ ଫାସି କାଠକୁ ଦୁଇଟି ଟ୍ରକରେ ପୁରୀକୁ ପଠାଯାଇଛି। କଣ୍ଟାମାଳ ବ୍ଲକ ନାରାୟଣ ପ୍ରସାଦର ପାଡେଲ ଓ ମଲ୍ଲିକୁଦ ସଂରକ୍ଷିତ ଜଙ୍ଗଲରୁ ମେକାପ ଓ ମହାରଣାମାନଙ୍କ ଦ୍ୱାରା କାଠ ଚିହ୍ନଟ କରାଯିବା ପରେ ପୂଜାର୍ଚ୍ଚନା କରାଯାଇ ସେଗୁଡିକୁ କଟାଯାଇଥିଲା। ସ୍ଥାନୀୟ ବନପାଳ ହୃଦାନନ୍ଦ ମିଶ୍ର, ଚିତ୍ତରଞ୍ଜନ ପ୍ରଧାନ, ବନରକ୍ଷୀ ଓମପ୍ରକାଶ ଦନାୟକ,ଗୁଲି ବେହେରାଙ୍କ ସମେତ ସ୍ଥାନୀୟ ଗ୍ରାମବାସୀଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯାଇଥିଲା ା ପରେ ଜୟ ଜଗନ୍ନାଥ, ହରିବୋଲ ଓ ହୁଳହୁଳି ପକାଯାଇ ରଥକାଠକୁ ବିଦାୟ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଘରେ ପଶି ଗୃହକର୍ତ୍ତାଙ୍କ ପାଟିରେ ବନ୍ଧୁକ ଭର୍ତ୍ତି କରି ଡକାୟତି ଉଦ୍ୟମ, ମରଣାନ୍ତକ ଆକ୍ରମଣ କରି ୩ ଫେରାର

ବଡ଼ବିଲ,୨୪ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ପିଏଚ୍‌ଡି ରୋଡ୍‌ସ୍ଥିତ ଭଞ୍ଜ କଲୋନୀରେ ବୁଧବାର ଜଣେ ବ୍ୟକ୍ତିଙ୍କ ଘରେ ସ୍ପଷ୍ଟ ଦିବାଲୋକରେ ଡକାୟତି ପାଇଁ...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri