ସିମ୍ଫୋନି ଲିମିଟେଡ୍‌ର ଦ୍ୱିତୀୟ ତ୍ରୈମାସ ଫଳାଫଳ

ଭୁବନେଶ୍ୱର,୩୦।୧୦: ପ୍ରମୁଖ ଏୟାରକୁଲର କମ୍ପାନି ସିମ୍ଫୋନି ଲିମିଟେଡ୍‌ ପକ୍ଷରୁ ଦ୍ୱିତୀୟ ତ୍ରୈମାସ ଫଳାଫଳ ଘୋଷଣା କରାଯାଇଛି। କମ୍ପାନି ୨୭୫ କୋଟି ଟଙ୍କାର ମୋଟ ପରିଚାଳନା ରାଜସ୍ବ ହାସଲ କରିଛି। ମୋଟ ମାର୍ଜିନ୍‌ ୧୫.୫ ପ୍ରତିଶତ ରହିଛି। ଘରୋଇ ବଜାରରେ ଏହାର ବିକ୍ରି ୧୯୧ କୋଟି ରହିଛି। ଟିକସ ପରବର୍ତ୍ତୀ ଲାଭ ୧୦ ପ୍ରତିଶତ ବୃଦ୍ଧି ପାଇ ୩୫ କୋଟି ରହିଛି। ସେହିପରି କମତପାନିର ଷ୍ଟାଲାଲୋନ ବ୍ୟବସାୟ ଅନୁସାରେ ପରିଚାଳନା ରାଜସ୍ବ ୧୯୬ କୋଟି ରହିଛି। ମୋଟ୍‌ ମାର୍ଜିନ୍‌ ୪୯.୯ ପ୍ରତିଶତ, ଏବିଟଡା ୨୬.୮ ପ୍ରତିଶତ ଏବଂ ଟିକସ ପରବର୍ତ୍ତୀ ଲାଭ ୧୧ ପ୍ରତିଶତ ବୃଦ୍ଧି ହୋଇ ୫୦ କୋଟି ରହିଛି। ଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଦ୍ୱିତୀୟ ଅନ୍ତରୀଣ ଲାଭାଂଶ ଭାବେ ଇକ୍ୱିଟି ଶେୟାର ପିଛା ୨ ଟଙ୍କା ହିସାବରେ ୧୩.୭୯ କୋଟି ପ୍ରଦାନ କରାଯାଇଛି। ଏନେଇ କମ୍ପାନିର ନିର୍ଦ୍ଦେଶକ ନୃପେଶ କହିଛନ୍ତି ସ୍ବତନ୍ତ୍ର ଉପତ୍ାଦ ଶୃଙ୍ଖଳା ବିକ୍ରି ଅଭିବୃଦ୍ଧି ଜାରି ରଖିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ଫୁଟ୍‌ ପ୍ରିଣ୍ଟ ବିସ୍ତାରକରିବ ମାଲାବାର

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱର ସର୍ବବୃହତ୍‌ ଗହଣା ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ ୨୦୨୪ ଅକ୍ଟୋବରରେ ୨୦ଟି...

ରିଲାଏନ୍ସ ଫାଉଣ୍ଡେଶନ ସ୍କିଲିଂ ଏକାଡେମିର ଶୁଭାରମ୍ଭ

ମୁମ୍ବାଇ, ୭।୯ (ଅଭୟ ଦାଶ): ଭାରତର ଭବିଷ୍ୟତ ରୂପରେଖ ପ୍ରସ୍ତୁତ କରିବା ଦିଗରେ ଏକ ବଳିଷ୍ଠ ପଦକ୍ଷେପ ସ୍ବରୂପ ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ...

ରାଜ୍ୟରେ ସାମାଜିକ ଯୋଜନାର ସଫଳ ରୂପାୟନ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ ସମିତି (ଏସ୍‌ଏଲ୍‌ବିସି) ଓଡ଼ିଶାର ୧୭୫ ତମ ଓ ୧୭୬ ତମ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ଆର୍ଥିକ...

ଗଣେଶପୂଜାରେ ୨୫ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୭।୯ (ଅନୁରାଧା ମହାରଣା): ଗଣେଶପୂଜା ସାରା ଦେଶରେ ଖୁବ୍‌ ଉସତ୍ାହର ସହ ପାଳନ କରାଯାଉଥିବାବେଳେ ପୂଜା ବ୍ୟବସାୟ ମଧ୍ୟ ବଢ଼ିବାରେ ଲାଗିଛି। ଭାରତୀୟ ବ୍ୟବସାୟୀମାନେ ଚାଇନା...

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ...

ଦିନକରେ ନିବେଶକ ହରାଇଲେ ୫ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ, ୭।୯ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ବଜାରରେ ଦେଖାଦେଇଥିବା ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀ ସହ ଫେଡେରାଲ ରିଜର୍ଭ ସୁଧ ହାର ହ୍ରାସର ପ୍ରଭାବ ଭାରତୀୟ...

ଜେଏସ୍‌ଏଲ୍‌ର ନୂଆ ମାଇଲଷ୍ଟୋନ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ଉଚ୍ଚ ଶକ୍ତିସମ୍ପନ୍ନ ଟେମ୍ପର୍ଡ ୩୦୧ ଏଲ୍‌ ଗ୍ରେଡ୍‌ ଅଷ୍ଟେନିଟିକ୍‌ ଷ୍ଟେନ୍‌ଲେସ୍‌ ଷ୍ଟିଲର ଉଲ୍ଲେଖନୀୟ ସଫଳତା ପାଇଁ...

ବଜାରରେ ନିଶାନ୍‌ର ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌

ଭୁବନେଶ୍ୱର,୭।୯ (ଅଭୟ ଦାଶ): ନିଶାନ୍‌ ଇଣ୍ଡିଆର ବହୁ ପ୍ର୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ଅଲ୍‌ ନ୍ୟୁ ଏକ୍ସ-ଟ୍ରେଲ୍‌ର ଅନାବରଣ ଓ ବଜାର ପ୍ରବେଶ ସର୍ବଭାରତୀୟସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri