ଆଜି ମଣିପୁରରେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ

ଇମ୍ଫାଲ,୫ା୩(ପି.ଟି.): ମଣିପୁର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଶନିବାର ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୬ ଜିଲାର ୨୨ ଆସନରେ ମତଦାନ ହେବ। ଏଥିପାଇଁ ପ୍ରତିଦ୍ୱନ୍ଦ୍ୱିତାରେ ୯୨ ପ୍ରାର୍ଥୀ ଅଛନ୍ତି। ୧,୨୪୭ ବୁଥ୍‌ରେ ସକାଳ ୭ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ ଏବଂ ୮.୩୮ ଲକ୍ଷ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ। ଏହି ପର୍ଯ୍ୟାୟରେ ଥିବା ପ୍ରମୁଖ ପ୍ରାର୍ଥୀ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ. ଇବୋବି ସିଂ, ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଗୈଖାନଗାମ୍‌ ଗଙ୍ଗମେଇ। ଉଭୟ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି। ଭାଜପା ସମସ୍ତ ୨୨ ଆସନରେ ପ୍ରାର୍ଥୀ ଦେଇଥିବାବେଳେ କଂଗ୍ରେସ ୧୮, ଏନ୍‌ପିପି ୧୧, ଜନତା ଦଳ (ସଂଯୁକ୍ତ) ଏବଂ ନାଗା ପିପୁଲ୍ସ ଫ୍ରଣ୍ଟ ୧୦ଟି ଲେଖାଏ ଆସନରେ ପ୍ରାର୍ଥୀ ଦେଇଛନ୍ତି। ୨୨୩ ଭୋଟକେନ୍ଦ୍ରକୁ କେବଳ ମହିଳା କର୍ମଚାରୀ ପରିଚାଳନା କରିବେ। ମଣିପୁରରେ ପ୍ରଥମ ପର୍ଯ୍ୟାୟ ମତଦାନ ଫେବୃୟାରୀ ୨୮ରେ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri