Posted inଜାତୀୟ

ବଜେଟ୍‌ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ ଆରମ୍ଭ ସମ୍ଭାବନା…

ନୂଆଦିଲ୍ଲୀ,୮।୩ : ବଜେଟ୍‌ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ରୁ ଆରମ୍ଭ ସମ୍ଭାବନା ରହିଛି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌.ଭେଙ୍କିୟା ନାଇଡୁ ଏବଂ ଲୋକ ସଭା ଅଧ୍ୟକ୍ଷ ଓମ୍‌. ବିରଳାଙ୍କ ମଧ୍ୟରେ ଆଲୋଚନା ହୋଇଛି। ଏହା ସହିତ ଦେଶରେ କରୋନା ମହାମାରୀର ତୃତୀୟ ଲହର ଥମୁଥିବା ବିଷୟରେ ମଧ୍ୟ ଉଭୟଙ୍କ ମଧ୍ୟରେ ଚର୍ଚ୍ଚା ହୋଇଛି।

ଦେଶରେ ଜାରି ରହିଥିବା ଟିକାକରଣ ଅଭିଯାନ ସମ୍ପର୍କରେ ଅଧ୍ୟକ୍ଷ ଦୁହେଁ ଆଲୋଚନା କରିଛନ୍ତି। ବଜେଟ୍‌ ଅଧିବେଶନର ଦ୍ୱିତୀୟ ପାଳି ମାର୍ଚ୍ଚ ୧୪ ପୂର୍ବାହ୍ନ ୧୧ଟାରୁ ସାଧାରଣ ଭାବେ କାର୍ଯ୍ୟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri