Posted inଅପରାଧ

ପ୍ରଥମ ସ୍ତ୍ରୀଙ୍କୁ ସାଥୀରେ ରଖିବାକୁ ଚାହିଁବାରୁ ଆତ୍ମହତ୍ୟା କଲେ ୨ୟ ସ୍ତ୍ରୀ

ଇନ୍ଦୋର, ୧୭।୮: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବ୍ୟକ୍ତି ତାଙ୍କର ପ୍ରଥମ ସ୍ତ୍ରୀ ଓ ପିଲାଛୁଆଙ୍କୁ ପାଖରେ ରଖିବାକୁ ଚାହିଁବାରୁ ଏଥିରେ ନାରାଜ ହୋଇ ଦ୍ୱିତୀୟ ସ୍ତ୍ରୀ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣାଟି ବାଣଗଙ୍ଗା ପୋଲିସ ଷ୍ଟେସନ ଅଞ୍ଚଳରେ ଘଟିଯାଇଛି। ଏଠାରେ ପୂଜା ନାମରେ ଜଣେ ୨୪ ବର୍ଷୀୟା ମହିଳା ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ପୂଜାଙ୍କ ସ୍ବାମୀ ସଞ୍ଜୟ ପରମାର ତାଙ୍କ ପ୍ରଥମ ସ୍ତ୍ରୀ ଓ ତାଙ୍କର ଦୁଇ ପିଲାଙ୍କୁ ଇନ୍ଦୋରରେ ପାଖରେ ରଖିବାକୁ ଚାହୁଁଥିଲେ। ଏଥିରେ ପୂଜା ନାରାଜ ଥିଲେ। ଏହି କାରଣରୁ ପୂଜା ଓ ସଞ୍ଜୟଙ୍କ ମଧ୍ୟରେ ଅଧିକାଂଶ ସମୟ ଝଗଡ଼ା ଲାଗି ରହୁଥିଲା। ଗତ ରାତିରେ ସଞ୍ଜୟ ଏନେଇ ପୂଜାଙ୍କୁ ମାଡ଼ ମାରିଥିଲେ। ଏହାପରେ ପୂଜା ବିଷ ପିଇ ଆତ୍ମହତ୍ୟା କରିଥିଲେ। ଏହି ଘଟଣାରେ ପୋଲିସ ସଞ୍ଜୟଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିପତି ପ୍ରଧାନ ଶିକ୍ଷକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା, ସୁନା, ଗାଡ଼ି ଜବତ

ଚଢ଼େଇଧରା,୨।୬(ଡିଏନଏ)- ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ ସାମସୁନ୍ଦରପୁର ୟୁଜିଏମ୍‌ଇ ସ୍କୁଲର ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ମିଶ୍ରଙ୍କ ଘରେ ଶନିବାର ଭିଜିଲାନ୍ସ ଚଢ଼ାଉ କରିଛି। ଆୟ...

ରାଜଧାନୀରେ ଲୁଟେରାଙ୍କ ପ୍ରାଦୁର୍ଭାବ: ମହିଳାଙ୍କ ବେକରୁ ଝାମ୍ପିନେଲେ ଚେନ୍‌

ଭୁବନେଶ୍ୱର,୭।୩(ବ୍ୟୁରୋ): ଦିନକୁଦିନ ରାଜଧାନୀରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିଚାଲିଛି। ବିଶେଷକରି ଏହି ଲୁଟେରାମାନେ ମହିଳାମାନଙ୍କୁ ଟାର୍ଗେଟ କରି ଛିନ୍‌ତାଇ କରୁଛନ୍ତି। ରବିବାର ଏମିତି ଏକ ଘଟଣା ଘଟିଛି...

ଓଡ଼ିଶା ପୋଲିସକୁ ବଡ଼ ସଫଳତା: ଅପରେଶନ ‘ସ୍ବାଭିମାନ’ରେ ବିପୁଳ ପରିମାଣର ମାଓବାଦୀ ଅସ୍ତ୍ରଶସ୍ତ୍ର ଜବତ

ଭୁବନେଶ୍ୱର,୭।୨(ବ୍ୟୁରୋ): ଓଡ଼ିଶା ପୋଲିସକୁ ବଡ଼ ସଫଳତା ମିଳିଛି। ଅପରେଶନ ସ୍ବାଭିମାନ ସଫଳ ହୋଇଛି। ଜାନୁୟାରୀ ୮ରୁ ଆରମ୍ଭ ହୋଇ ଜାନୁୟାରୀ ୨୦ ପର୍ଯ୍ୟନ୍ତ ଚାଲିଥିବା ଏହି...

ପ୍ରେମିକ ମା’ଙ୍କ କଟୁ କଥା ସହି ନ ପାରି ଘରୁ ଚାଲିଯାଇଥିଲେ ଯୁବତୀ, କୂଅରୁ ଉଦ୍ଧାର ହେଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୫।୬: ଖୋର୍ଦ୍ଧା ଟାଉନ ଅନ୍ତର୍ଗତ ଜରିପୁଟ ସ୍କୁଲ କ୍ୟାମ୍ପସରେ ଥିବା କୂଅରୁ ପୋଲିସ ଗୁରୁବାର ଜଣେ ଯୁବତୀ ଙ୍କ ମୃତଦେହ ଉଦ୍ଧାର କରିଛି। ସେ...

ମାହାଙ୍ଗା ଡବଲ ମର୍ଡର ଘଟଣା: ହାଜର ହେଲେନି ଥାନାଧିକାରୀ

ନିଶ୍ଚିନ୍ତକୋଇଲି,୩ା୧୨(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧିନସ୍ଥ ଡବଲ ମର୍ଡର ଘଟଣାରେ ମାହାଙ୍ଗା ଥାନା ଅଧିକାରୀଙ୍କୁ ବ୍ୟକ୍ତିଗତ ହଜାର ହେବାକୁ ମାନ୍ୟବର କୋର୍ଟ ଗୁରୁବାର ଆଦେଶ...

ଏଟିଏମ୍‌ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ସାରସକଣା,୮ା୬(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ ସିଣ୍ଡିକେଟ୍‌ ବ୍ୟାଙ୍କ ଏଟିଏମ୍‌ କାଉଣ୍ଟରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଲୁଟ୍‌ ଉଦ୍ଦେଶ୍ୟରେ ଏଟିଏମ୍‌...

ହ୍ବାଟ୍ସଆପ୍‌ ଲଟେରି, ସିମ୍‌କାର୍ଡ ଭେରିଫିକେଶନ ନାଁରେ ସାଇବର ଠକେଇ

ଭୁବନେଶ୍ୱର,୧୮।୭(ବ୍ୟୁରୋ): କ୍ରେଡିଟ୍‌, ଡେବିଟ୍‌ କାର୍ଡ, ୟୁପିଆଇ ଭେରିଫିକେଶନ, ଲୋନ୍‌, ପୁରସ୍କାର, ହନିଟ୍ରାପ୍‌ ଆଦି ବାହାନାରେ ସାଇବର ଠକେଇ ହେଉଛି। ଏବେ ପୂର୍ବଭଳି ପୁଣିଥରେ ହ୍ବାଟସ୍‌ଆପ ଲଟେରି...

ପାରିବାରିକ କଳହ: ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ପାଟଣା,୨୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରାପଡ଼ା ପଞ୍ଚାୟତ ଗାଲଫୁଲା ମୁଣ୍ଡାସାହିରେ ଶୁକ୍ରବାର ରାତିରେ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହକୁ ନେଇ ସ୍ବାମୀଙ୍କ ମାଡ଼ରେ...

Advertisement
Archives

Model This Week