Posted inଜାତୀୟ

ଗ୍ରାମ ପଞ୍ଚାୟତରେ ସ୍ଥାପିତ ହେବ ସଚିବାଳୟ, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ଲକ୍ଷ୍ନୌ,୨୨।୭: ଏବେ ପ୍ରତି ଗ୍ରାମ ପଞ୍ଚାୟତରେ ଗ୍ରାମ ସଚିବାଳୟ ସ୍ଥାପନ କରାଯିବ। ଏନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ବଡ଼ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଗାମୀ ୬ମାସ ମଧ୍ୟରେ ଏସମ୍ପର୍କିତ ସମସ୍ତ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ସରକାରଙ୍କ ପ୍ରବକ୍ତା ଏବଂ ଖଦି ଗ୍ରାମୋଦ୍ୟୋଗମନ୍ତ୍ରୀ ସିଦ୍ଧାର୍ଥନାଥ ସିଂ ଏନେଇ ସnୂଚeନା ଦେଇଛନ୍ତି। ସମସ୍ତ କାର୍ଯ୍ୟ ଯେଭଳି ସୂଚାରୁ ରୂପେ ସମ୍ପନ୍ନ ହେବ ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ୫୮,୧୮୯ କମ୍ପ୍ୟୁଟର ଅପରେଟରଙ୍କୁ ନିଯୁକ୍ତ କରାଯିବ। ରାଜ୍ୟରେ ମୋଟ ୫୮,୨୧୮ ପଞ୍ଚାୟତ ରହିଛି। ରାଜ୍ୟର ଜିଲା ସଂଖ୍ୟା ୭୫ ଥିବାବେଳେ ୮୨୧ ବ୍ଲକ୍‌ ଏବଂ ୯୧୫ ନଗର ନିଗମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri