କାହିଁକି ସରୁନି ପ୍ରକଳ୍ପ ପଚାରି ବୁଝିଲେ ସଚିବ

ଗଞ୍ଜାମ,୯ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ମଲାଡ଼ରେ ଥିବା ମେଗା ପାନୀୟ ଜଳ ପ୍ରକଳ୍ପକୁ ପଞ୍ଚାୟତରାଜ ବିଭାଗ ସଚିବ ତଥା କମିଶନର ଗିରିଶ ଏସ୍‌.ଏନ୍‌ ପରିଦର୍ଶନ କରିଛନ୍ତି।

ଏହି ପ୍ରକଳ୍ପ ୨୦୧୮ରୁ ଆରମ୍ଭ ହୋଇଥିଲେ ମଧ୍ୟ ତାହା ଆଜି ପର୍ଯ୍ୟନ୍ତ କାହିଁକି ସମ୍ପୂର୍ଣ୍ଣ ହୋଇନାହିଁ ସେ ସମ୍ପର୍କରେ ପଚାରି ବୁଝିଛନ୍ତି। ପ୍ରକଳ୍ପରୁ କେତେ ପରିମାଣର ଜଳ ଯୋଗାଣ ହେଉଛି, ଉଚ୍ଚ ସ୍ଥାନକୁ ପାଣି ଯୋଗାଣ ସମୟରେ କେଉଁ ସମସ୍ୟା ସୃଷ୍ଟି ହେଉଛି। ପ୍ରକଳ୍ପରେ କର୍ମଚାରୀ ସଂଖ୍ୟା, ସେମାନଙ୍କ ଯୋଗ୍ୟତା ସମ୍ଭନ୍ଧରେ ବୁଝିଥିଲେ। ବ୍ଲକ୍‌ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଚ୍ୟୁନନ୍ଦ ଜାନି, ସ୍ଥାନୀୟ ସରପଞ୍ଚ ମମତା ବେହେରା, ସୁପରିଟେଣ୍ଡ ଇଞ୍ଜିନିୟର ବିକାଶ ପତି, ଏସଡିଓ ସନ୍ତୋଷ ଦାଶ, ସହକାରୀ ନିର୍ବାହୀ ଯନ୍ତ୍ରୀ ଅଚ୍ୟୁତାନନ୍ଦ ପଟ୍ଟନାୟକ, ଯନ୍ତ୍ରୀ ସୌମ୍ୟରଞ୍ଜନ ସାହୁ, ସପନ ପାଢ଼ୀ, ପ୍ରକଳ୍ପ ପିଏମ୍‌ ବ୍ରହ୍ମାନନ୍ଦ ରେଡି, ଏଏମ ଭେଙ୍କେଟଶ, ଲ୍ୟାବ ଆସିଷ୍ଟାଣ୍ଡ ଅରୁଣ ମହାପାତ୍ର, ପିଇଓ କେ.ପୋଟଡୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ଜି.ଉଦୟଗିରିରେ କଲବଲ କରୁଛି ହଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ...

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟକ ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...

ଗୁମର ଖୋଲିଦେଲେ ତାନ୍ୟା: ବିଗ୍‌ ବସ୍‌ରୁ ଆସିବା ପରେ….

ମୁମ୍ବାଇ:ଶେଷ ହୋଇଛି ‘ବିଗ୍‌ ବସ୍‌ ୧୯’। ଏହି ଶୋ’ରେ ସବୁଠୁ ଚର୍ଚ୍ଚାରେ ଥିବା ଆଧ୍ୟାତ୍ମିକ କଣ୍ଟେଣ୍ଟ କ୍ରିଏଟର ତାନ୍ୟା ମିତ୍ତଲଙ୍କୁ ଚତୁର୍ଥ ସ୍ଥାନରେ ସନ୍ତୁଷ୍ଟ ହେବାକୁ...

ରେଳେଓ଼୍ବ ଗ୍ରୁପ ଡିରେ ବଡ଼ ନିଯୁକ୍ତି ଅପଡେଟ, ଦଶମ ପାସ୍‌ କରିଥିଲେ ମିଳିବ ସୁଯୋଗ, ଦରମା ରହିଛି…

ନୂଆଦିଲ୍‌ଲୀ,୧୧।୧୨: ସୋସିଆଲ ମିଡିଆରେ ୬୨,୪୬୦ ପଦବୀ ପାଇଁ ରେଳବାଇ ଗ୍ରୁପ ଡି ନିଯୁକ୍ତି ସମ୍ପର୍କିତ ଏକ ବିଜ୍ଞପ୍ତି ଭାଇରାଲ ହେଉଛି, କିନ୍ତୁ ରେଳବାଇ ନିଯୁକ୍ତି ବୋର୍ଡ...

ସନ୍ଦେହ ଘେରରେ ଦାରିଙ୍ଗବାଡି ତାପମାପକ ଯନ୍ତ୍ର: ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦାରିଙ୍ଗବାଡି, ୧୧।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ଆଇଏମଡି ପକ୍ଷରୁ ରହିଥିବା ତାପମାପକ ଯନ୍ତ୍ର ତ୍ରୁଟି ରହିଥିବା ଗୋଟିଏ...

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri