ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି।  ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।

ବୁଧବାର ସନ୍ଧ୍ୟା ୬ଟାରୁ ଆରମ୍ଭ ହୋଇଥିବା ୧୪୪ ଧାରା ଶୁକ୍ରବାର ସକାଳ ୭ଟା ପର୍ଯ୍ୟନ୍ତ ବଳବତ୍ତର ରହିବ। ମନ୍ଦିର ଚତୁଃପାର୍ଶ୍ୱ, ରଥଦାଣ୍ଡ ସମେତ ମାଉସୀ ମା’ ମନ୍ଦିର ପର୍ଯ୍ୟନ୍ତ ୧୪୪ ଧାରା ଲାଗୁ କରାଯାଇଛି। ଏହି ସମୟ ମଧ୍ୟରେ ଶ୍ରୀଜିଉଙ୍କ ନୀତିକାନ୍ତି ମନ୍ଦିର ପରିସର ମଧ୍ୟରେ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ବର୍ଷକରେ ୨୫୮ ଅପହରଣ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ବିଭିନ୍ନ ଥାନାରେ ଏବର୍ଷ ୨୫୮ଟି ଅପହରଣ ମାମଲା ରୁଜୁ କରାଯାଇଛି। ଏଥିମଧ୍ୟରୁ ୧୪୭ଟି ମାମଲାର ତଦନ୍ତ ଶେଷ କରାଯାଇଥିବାବେଳେ...

ବାଲେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ,୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ପୁଣି ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କର ଟ୍ରାଭେଲ୍‌...

ମଝିରାସ୍ତାରେ ଓଲଟିଲା ଅଟୋ: ଜଣେ ମୃତ, ୬ ଗୁରୁତର

ପାଟଣା,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା କରଞ୍ଜିଆ ଦେଇ ଯାଇଥିବା ୨୨୦ ନଂ ଜାତୀୟ ରାଜପଥର ଖଜୁରିଡିହା ତଳ ଛକ ନିକଟରେ ବୁଧବାର ପୂର୍ବାହ୍ନରେ ଏକ ଦୁର୍ଘଟଣା...

କୁମ୍ପି ଭାଙ୍ଗି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୦ ହଜାର ଟଙ୍କା ଦାନକଲେ ଭଉଣୀ-ଭାଇ

ତାଳଚେର,୧୯ା୪(ନି.ପ୍ର.): କରୋନା ମୁକାବିଲା ପାଇଁ ସାରା ଦେଶ ଆଜି ଏକାଠି ହୋଇଛି । କରୋନା ଯୁଦ୍ଧରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସହଯୋଗ କରିବା...

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ଏଏସ୍‌ଆଇ ନିଲମ୍ବିତ, ୨ ଥାନା ଅଧିକାରୀଙ୍କୁ ବଦଳି

ନୟାଗଡ଼ ଅଫିସ,୨ା୧୦: କର୍ତ୍ତବ୍ୟରେ ଅବହେଳା କରିବା ୨ ଥାନା ଅଧିକାରୀ ଓ ଜଣେ ଏଏସ୍‌ଆଇଙ୍କୁ ମହଙ୍ଗା ପଡ଼ିଛି। ନୟାଗଡ଼ ଏସ୍‌ପି ଶଶିଭୂଷଣ ଶତପଥୀ ଓଡଗାଁ ଓ...

ଚିଲିକାରେ ବୁଡ଼ିଲା ଡଙ୍ଗା: ୨ ମୃତ

ବ୍ରହ୍ମଗିରି,୫ା୯(ଡି.ଏନ୍‌.ଏ.):ଚିଲିକାରେ ରବିବାର ସନ୍ଧ୍ୟାରେ ଏକ ଡ଼ଙ୍ଗା ବୁଡ଼ିଯାଇଛି। ଏହି ଡଙ୍ଗାରେ ଥିବା ୯ଜଣ ଯୁବକଙ୍କ ମଧ୍ୟରୁ ୭ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୨ଜଣଙ୍କ ମୃତ୍ୟୁ...

ପୂର୍ତ୍ତ ବିଭାଗ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ

କର୍ଲାମୁଣ୍ଡା,୨୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ପୂର୍ତ୍ତ ବିଭାଗ ପକ୍ଷରୁ ଶନିବାର ପ୍ଲାଷ୍ଟିକ ମୁକ୍ତ ପାଇଁ ସଚେତନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ...

ବିଦ୍ୟାଳୟ ଜମିରେ ଅଣ ଓଡ଼ିଆଙ୍କ ଜବରଦଖଲ : ସଙ୍କୁଚିତ ହେଉଛି ବିଦ୍ୟାଳୟ ଜମି

ଯାଜପୁର ରୋଡ଼, ୧୮ା୧୦ (ନି.ପ୍ର.): ଯାଜପୁର ରୋଡ୍‌ସ୍ଥିତ ନରସିଂହ ଚୌଧୁରୀ ଉଚ୍ଚ ବିଦ୍ୟାଳୟ ବିଭିନ୍ନ ଅବ୍ୟବସ୍ଥା ଦେଇ ଗତି କରୁଛି। ବିଦ୍ୟାଳୟର ଜମିରେ ଅଣ ଓଡ଼ିଆଙ୍କ...

Advertisement
Archives

Model This Week