ପୁଣି ଧବଳେଶ୍ୱର ପୀଠରେ ୧୪୪ ଧାରା

ଆଠଗଡ଼,୩।୧୧(ଡି.ଏନ୍‌.ଏ.): କଟକ ଜିଲାରେ ଥିବା ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱର ପୀଠରେ ପୁଣି ୧୪୪ ଧାରା ଲାଗୁ କରାଯାଇଛି। ଦୀପାବଳିରେ ଭିଡ଼କୁ ଦୃଷ୍ଟିରେ ରଖି ଏହି କଟକଣା ଜାରି କରାଯାଇଥିବା ଜଣାପଡ଼ିଛି। ଉପ-ଜିଲାପାଳ ହେମନ୍ତ କୁମାର ସ୍ବାଇଁ ଏହି ସୂଚନା ଦେଇଛନ୍ତି । କୋଭିଡ୍‌ ନିୟମ ଅନୁଯାୟୀ, ଗୁରୁବାର ଭୋର ୪ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଧବଳେଶ୍ୱର ପୀଠରେ ୧୪୪ଧାରା ଜାରି କରାଯାଇଛି । ଯାହାଫଳରେ ଦୀପାବଳିରେ ବାବା ଧବନେଶ୍ୱରଙ୍କ ଦର୍ଶନରୁ ସାଧାରଣ ଲୋକେ ବଞ୍ଚିତ ହେବେ । କିନ୍ତୁ ବାବାଙ୍କ ନୀତିକାନ୍ତି ସୂଚାରୁ ରୂପେ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

“ଆଟ୍ ହୋମ୍” କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ ସେଠୀ

ଛତ୍ରପୁର,୧୩|୮(ଦିଲ୍ଲୀପ ସାମଲ / ଦ୍ଵାରିକା ପଟନାୟକ): ଆଗାମୀ ସ୍ୱାଧୀନତା ଦିବସ ଅବସରରେ ରାଜଭବନ ତଥା ଲୋକ ସେବା ଭବନରେ ଆୟୋଜିତ ହେବାକୁ ଥିବା ସ୍ୱତନ୍ତ୍ର “ଆଟ୍ ହୋମ୍”…

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri