Posted inଜାତୀୟ

ମଣିପୁରରେ ୧୪୪, ଇଣ୍ଟରନେଟ୍‌ ସେବା ବନ୍ଦ

ଇମ୍ଫାଲ,୨୮ା୪: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ତାଙ୍କ ସଭାମଞ୍ଚରେ ଆନ୍ଦୋଳନକାରୀ ଭଙ୍ଗାରୁଜା କରିବା ସହ ନିଆଁ ଲଗାଇ ଦେଇଛନ୍ତି। ଏହି ଘଟଣା ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଅଞ୍ଚଳରେ ୧୪୪ ଧାରା ଜାରି କରାଯିବା ସହ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରିଦିଆଯାଇଛି।

ମଣିପୁରର ଚୁରାଚାନ୍ଦପୁର ଜିଲାରେ ମୁଖ୍ୟମନ୍ତ୍ରୀ ଶୁକ୍ରବାର ଏକ ଜିମ୍‌ ତଥା କ୍ରୀଡ଼ା କେନ୍ଦ୍ରର ଉଦ୍‌ଘାଟନ କରିବା ନେଇ କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା। ହେଲେ ସୁରକ୍ଷିତ ଜଙ୍ଗଲ ଏବଂ ଆର୍ଦ୍ରଭୂମି ଉପରେ ଭାଜପା ନେତୃତ୍ୱାଧୀନ ସରକାରଙ୍କ ସର୍ଭେକୁ ବିରୋଧ କରି ଇଣ୍ଡିଜେନିଅସ୍‌ ଟ୍ରାଇବାଲ୍‌ ଲିଡର୍ସ ଫୋରମ୍‌ର ବିକ୍ଷୋଭକାରୀମାନେ ଗୁରୁବାର ରାତିରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚି ଭଙ୍ଗାରୁଜା କରିବା ସହ ନିଆଁ ଲଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri