କଟକ, ଭୁବନେଶ୍ୱରରେ ୧୪୪ ଧାରା ଜାରି

ଭୁବନେଶ୍ୱର, ୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ନାଇଟ୍‌ କର୍ଫ୍ୟୁ ଆରମ୍ଭ ହୋଇଛି। ତେବେ ରାତ୍ରିକାଳୀନ କର୍ଫ୍ୟୁ ସମୟରେ କଟକ, ଭୁବନେଶ୍ୱରରେ ୧୪୪ ଧାରା ଜାରି କରାଯାଇଛି। ରାତି ୯ରୁ ସକାଳ ୫ଟା ଯାଏ ୧୪୪ ଧାରା ଜାରି କରାଯାଇଛି। ଏ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି।
୧୪୪ ଧାରା ଲାଗୁ ହୋଇଥିବାରୁ ବାହାରେ ବୁଲିବାକୁ କଡ଼ା ବାରଣ କରାଯାଇଛି। ଅତ୍ୟାବଶ୍ୟକ ସେବା ଯୋଗାକାରୀଙ୍କ ବ୍ୟତୀତ ଅନ୍ୟମାନଙ୍କୁ ବାହାରକୁ ବାହାରିବାକୁ ମନା କରାଯାଇଛି। ଏହାର ଉଲ୍ଲେଂଘନ କଲେ ଅମାନିଆଙ୍କ ବିରୋଧରେ କଡ଼ା ପଦକ୍ଷେପ ଗ୍ରହଣ କରାଯିବ ବୋଲି ପୋଲିସ କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାନଝରୀ ଡ୍ୟାମରେ ବୁଡ଼ିଗଲେ ଇଞ୍ଜିନିୟରିଂ ଛାତ୍ର

କେନ୍ଦୁଝର,୨୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ କାନଝରୀ ଡ୍ୟାମରେ ଶନିବାର ସକାଳେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ରଙ୍କ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ରାଜ୍ୟରେ ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା: ଛୁଟି ଦିନ ସତ୍ତ୍ୱେ…

ଭୁବନେଶ୍ୱର,୨୩।୫: ରାଜ୍ୟର ଆଇନ-ଶୃଙ୍ଖଳା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା କରିଛନ୍ତି। ଛୁଟି ଦିନ ହୋଇଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଅଫିସକୁ ଆସି ଏହି…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ…

ଇରାନ-ଆମେରିକା ମଧ୍ୟରେ ପୁଣିଥରେ ଆରମ୍ଭ ହେବାକୁ ଯାଉଛି ଯୁଦ୍ଧ? ଟ୍ରମ୍ପ ନେଲେ ବଡ଼ ପଦକ୍ଷେପ

ଓ୍ବାଶିଂଟନ,୨୩।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ଏକ ଅତ୍ୟନ୍ତ ବିପଜ୍ଜନକ ସ୍ଥିତିରେ ପହଞ୍ଚିବା ପରି ମନେ ହେଉଛି। ଏହା ସାଧାରଣତଃ ବିଶ୍ୱାସ କରାଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri