Posted inଜାତୀୟ

ପଞ୍ଚକୁଲାରେ ୧୪୪ ଧାରା

ପଞ୍ଚକୁଲା,୧୨ ।୧୦: ଡେରା ସଚ୍ଚା ସୌଦାର ପୂର୍ବତନ ପ୍ରବନ୍ଧକ ରଞ୍ଜିତ ସିଂଙ୍କ ହତ୍ୟା ମାମଲାରେ ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମ ଓ ଅନ୍ୟ ୫ ଜଣ ଅଭିଯୁକ୍ତଙ୍କୁ ଦଣ୍ଡବିଧାନର ଶୁଣାଣି ମଙ୍ଗଳବାର କରାଯିବ । ଏହା ପଞ୍ଚକୁଲା ସ୍ଥିତ ହରିୟାଣାର ବିଶେଷ ସିବିଆଇ କୋର୍ଟ ଦ୍ୱାରା ଅଭିଯୁକ୍ତଙ୍କୁ ଦଣ୍ଡର ଶୁଣାଣି କରାଯିବ । ତେଣୁ ସୁରକ୍ଷାକୁ ଦୃଷ୍ଟିରେ ରଖି ସେଠାରେ ୧୪୪ ଧାରା ଜାରି କରାଯାଇଛି । ମୁଖ୍ୟ ଅପରାଧି ଗୁରମିତ ରାମ ରହିମଙ୍କୁ ରୋହତକର ସୁନରିୟା ଜେଲରୁ ଭିଡିଓ କନଫରେନସିଂ ମାଧ୍ୟମରେ ଉପସ୍ଥାପନ କରାଯିବ । ହେଲେ ଅନ୍ୟ ଅଭିଯୁକ୍ତମାନେ ପଞ୍ଚକୁଲା ସ୍ଥିତ ହରିୟାଣାର ବିଶେଷ ସିବିଆଇ କୋର୍ଟରେ ଉପସ୍ଥିତ ହେବେ ।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri