୧୨ ରାତି ୮ଟାରୁ ୧୪୪

ଭବାନୀପାଟଣା,୯।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲାର ଇଷ୍ଟଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ପସ୍ତୁତି ଚୂଡାନ୍ତ ହୋଇଛି। ଆସନ୍ତା ୧୩ ତାରିଖ ମା’ଙ୍କ ଯାତ୍ରା ହେବ। ଶାନ୍ତି ଶୃଙ୍ଖଳାକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରରେ ୧୨ତାରିଖ ରାତି ୮ଟାରୁ ୧୩ ତାରିଖ ମନ୍ଦିରରେ ଛତର ପହଞ୍ଚିବା ପର୍ଯ୍ୟନ୍ତ ୧୪୪ ଧାରା ଲାଗୁହେବ। ଏନେଇ ସହରେ ୧୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ ବୋଲି କଳାହାଣ୍ଡି ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଜୟ କୁମାର ନନ୍ଦ ପ୍ରକାଶ କରିଛନ୍ତି। ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ୍‌ କଟକଣାରେ ବିନା ଭକ୍ତରେ ଯାତ୍ରା ହେବ ବୋଲି ଜିଲା ପ୍ରଶାସନ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri