ପୁରୀରେ ଜାରି ହେଲା ୧୪୪ ଧାରା: ପତିତପାବନ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୬।୧୧: ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ଏହା ଜାରି ରହିବ। ମରିଚକୋଟ ଛକରୁ ସିଂହଦ୍ୱାର ଓ ମନ୍ଦିର ଚତୁଃପାର୍ଶ୍ୱରେ ଏହି ଧାରା ଲାଗୁ ହେବ। ଏଥିଯୋଗୁ ଭକ୍ତ ପତିତପାବନଙ୍କ ଦର୍ଶନରୁ ବଞ୍ଚିତ ରହିବେ। ବେଶ ଓଲାଗି ପରେ ଭକ୍ତ ପତିତପାବନଙ୍କୁ ଦର୍ଶନ କରିପାରିବେ।
ଏଥିସହ ନାଗାର୍ଜୁନ ବେଶ ଲାଗି ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହରରେ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛି। ସୁରକ୍ଷା ଦାୟିତ୍ୱରେ ୨ ଏସ୍‌ପି, ୭ ଡିଏସ୍‌ପି, ୧୯ ଏସ୍‌ଆଇ, ୭୭ ଏଏସ୍‌ଆଇ ନିଯୁକ୍ତ ହୋଇଛନ୍ତି। ହରଚଣ୍ଡି ସାହିରୁ ନାଗାବେଶକୁ କଡ଼ା ସୁରକ୍ଷାରେ ଅଣାଯିବ ବୋଲି ପୁରୀ ଏସ୍‌ପି କନଓ୍ବାର ବିଶାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁମିତ୍‌-ତପସ୍ବିନୀ ମାମଲା: ଆବେଦନ ଖାରଜ କଲେ ଏସ୍‌ଡିଜେଏମ କୋର୍ଟ

ବ୍ରହ୍ମପୁର ଅଫିସ, ୧୭।୦୧: ବହୁ ଚର୍ଚ୍ଚିତ ସୁମିତ୍‌ ସାହୁ ଏବଂ ତପସ୍ବିନୀ ଦାଶ ମାମଲା ଦିନକୁ ଦିନ ନୂଆ ନୂଆ ମୋଡ ନେଉଛି। ତପସ୍ବିନୀଙ୍କୁ ନ...

ସରିଲା କ୍ୟାବିନେଟ୍‌ ବୈଠକ: ୪ଟି ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ ବୈଠକ ବସିଛି। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକରେ ୪ଟି...

ଭୁବନେଶ୍ୱର ବିମାନବନ୍ଦର ହେବ ନନ୍‌-ଟଚ୍‌ ବିମାନବନ୍ଦର

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ହଟିବା ପରେ ବିମାନ ସେବା ସ୍ବାଭାବିକ ହୋଇପାରେ। ତେଣୁ ବିମାନ ସେବା ଆରମ୍ଭ ହେଲେ ଯାତ୍ରୀ ଓ କର୍ମଚାରୀଙ୍କୁ କିପରି ସୁରକ୍ଷା...

ଦନ୍ତା ହାତୀର ମୃତଦେହ ଠାବ

ସାତମାଇଲି,୧୨।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡ ବାଲିମି ଥାନା ଅନ୍ତର୍ଗତ କଡ଼ଲାଠାରେ ବୁଧବାର ଗୋଟିଏ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି। ଶିକାରି ଦ୍ୱାରା ଏକ ବିଲରେ...

୧୪ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉପରେ ଉତ୍ତର ବିହାରରୁ ଦକ୍ଷିଣ ଝାଡଖଣ୍ଡ ଏବଂ ଉତ୍ତର ଛତିଶଗଡ ଉପରେ ଏକ ଟ୍ରପ୍‌ ଲାଇନ ସୃଷ୍ଟିି ହୋଇଛି।...

୫-ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଏକାମ୍ରଶ୍ରୀ ସମ୍ମାନ

ପୁରୁଣା ଭୁବନେଶ୍ୱର,୧୮।୨(ଡି.ଏନ୍‌.ଏ.):ମହାଶିବରାତ୍ରିରେ ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ପ୍ରତିବର୍ଷ ଭଳି ଚଳିତବର୍ଷ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଅହରାତ୍ର ଭଜନ ସମାରୋହ ଓ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପରିବେଷଣ...

ନାଳରୁ ମିଳିଲା ଯୁବକଙ୍କ ମୃତଦେହ

ବାଲେଶ୍ୱର ଅଫିସ ୧୪।୬: ବାଲେଶ୍ୱର ସହରସ୍ଥିତ ଦର୍ଜି ପୋଖରୀ ଛକ ନିକଟ ନବ କୁମାର ମହାଳିକଙ୍କ ଘର ପଛପଟେ ଥିବା ଏକ ନାଳରୁ ମଙ୍ଗଳବାର ଜଣେ...

ନାଲ୍‌କୋର ୧୪୧ କର୍ମଚାରୀଙ୍କ ସ୍ବାବ୍‌ ପରୀକ୍ଷା

ବଅଁରପାଳ,୧ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋର ଜଣେ ଡିଜିଏମ୍‌ଙ୍କର ସୋମବାର ରାତିରେ କରୋନାରେ ମୃତ୍ୟୁ ଘଟିଥିଲା। ଏଥିସହିତ ସମ୍ପୃକ୍ତ ଡିଜିଏମ୍‌ଙ୍କର ସ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।...

Advertisement
Archives

Model This Week