ପୁରୀରେ ଜାରି ହେଲା ୧୪୪ ଧାରା: ପତିତପାବନ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୬।୧୧: ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ଏହା ଜାରି ରହିବ। ମରିଚକୋଟ ଛକରୁ ସିଂହଦ୍ୱାର ଓ ମନ୍ଦିର ଚତୁଃପାର୍ଶ୍ୱରେ ଏହି ଧାରା ଲାଗୁ ହେବ। ଏଥିଯୋଗୁ ଭକ୍ତ ପତିତପାବନଙ୍କ ଦର୍ଶନରୁ ବଞ୍ଚିତ ରହିବେ। ବେଶ ଓଲାଗି ପରେ ଭକ୍ତ ପତିତପାବନଙ୍କୁ ଦର୍ଶନ କରିପାରିବେ।
ଏଥିସହ ନାଗାର୍ଜୁନ ବେଶ ଲାଗି ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହରରେ ୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛି। ସୁରକ୍ଷା ଦାୟିତ୍ୱରେ ୨ ଏସ୍‌ପି, ୭ ଡିଏସ୍‌ପି, ୧୯ ଏସ୍‌ଆଇ, ୭୭ ଏଏସ୍‌ଆଇ ନିଯୁକ୍ତ ହୋଇଛନ୍ତି। ହରଚଣ୍ଡି ସାହିରୁ ନାଗାବେଶକୁ କଡ଼ା ସୁରକ୍ଷାରେ ଅଣାଯିବ ବୋଲି ପୁରୀ ଏସ୍‌ପି କନଓ୍ବାର ବିଶାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’, ବାପାଙ୍କୁ ହାଣିଲା ପୁଅ

ନୂଆଗାଁ, ୨୬।୧୨ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଖୁଣ୍ଟଗାଁ ପଞ୍ଚାୟତ ଅନ୍ତର୍ଗତ ବିଶପୁର ଗ୍ରାମରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ସାନପୁଅର...

କେନାଲରେ ୧୨ ଫୁଟର ଘାଇ: ଜମିରେ ଭାସୁଛି ରୁଆଧାନ

ସାକ୍ଷୀଗୋପାଳ,୬ା୮(ସ୍ବ.ପ୍ର.): ପୁରୀ ଜିଲା ସାକ୍ଷୀଗୋପାଳ ଜଳସମ୍ପଦ ବିଭାଗ ଉପଖଣ୍ଡ ରୂପଦେଇପୁର ସେକ୍ସନ ଅଧୀନରେ ରହିଥିବା ସାକ୍ଷୀଗୋପାଳ ଶାଖା କେନାଲର ବାମପାର୍ଶ୍ୱ ବନ୍ଧରେ ୧୨ ଫୁଟର ଘାଇ...

‘ଏଚ୍‌୩ଏନ୍‌୨କୁ ନେଇ ଭୟଭୀତ ହେବା ଉଚିତ ନୁହେଁ’

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରେ ଏଚ୍‌୩ଏନ୍‌୨ ସଂକ୍ରମିତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି। ସଂକ୍ରମିତଙ୍କ ମଧ୍ୟରୁ ଅନେକ ସୁସ୍ଥ ହୋଇସାରିଲେଣି। ଏଚ୍‌୩ଏନ୍‌୨ ସଂକ୍ରମିତଙ୍କଠାରେ କରୋନା ଭଳି ଲକ୍ଷଣ ଦେଖା...

ଅସୁରକ୍ଷିତ ଅବସ୍ଥାରେ ମିନାବଜାର

ବ୍ରହ୍ମପୁର ଅଫିସ,୨୮ା୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ସରିବାକୁ ଦୁଇଦିନ ବାକି ରହିଛି। ଦେଶୀ ବେହେରା ସାହିସ୍ଥିତ ମା’ଙ୍କ ଅସ୍ଥାୟୀ ମଣ୍ଡପ, ସାନବଜାର, ବଡ଼ବଜାର,...

ସୀମାନ୍ତରେ ମୁହାଁମୁହିଁ ସ୍ଥିତି: ଓଡ଼ିଶା ପୋଲିସ ଉପରକୁ ବିଛୁଆତି ଫିଙ୍ଗିଲେ ପଶ୍ଚିମବଙ୍ଗବାସୀ

ଭୋଗରାଇ, ୨୫।୪(ଡି.ଏନ.ଏ.): ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ପ୍ରତି ବିପଦ ଦେଖାଦେଇଛି। ଏହି ମାରାମତ୍କ ଭୂତାଣୁ...

ସିଂହଦ୍ୱାର ସୌନ୍ଦର୍ଯ୍ୟକରଣ କାମ ଦେଖିଲେ ମୁଖ୍ୟ ପ୍ରଶାସକ; ନୂଆ ପାଦ ପ୍ରକ୍ଷାଳନ କାମ ଆରମ୍ଭ

ପୁରୀ ଅଫିସ,୩୦।୧୨:  ସିଂହଦ୍ୱାରରେ ସୌନ୍ଦର୍ଯ୍ୟକରଣ କାମ ଦ୍ରୁତଗତିରେ ଚାଲିଛି। ରବିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ଏହି ସୌନ୍ଦର୍ଯ୍ୟକରଣ କାମ ବୁଲି ଦେଖିଛନ୍ତି।...

‘ବେକାରି ସମସ୍ୟା ଦୂର ପାଇଁ ଇସ୍ପାତ କାରଖାନା ଜରୁରୀ’

କେନ୍ଦୁଝର,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବେକାରି ସମସ୍ୟା ଉତ୍କଟ ମହାମାରୀ ସଦୃଶ ହୋଇଗଲାଣି। ଜିଲାରେ ଛୋଟ ଛୋଟ ପ୍ଳାଣ୍ଟ୍‌ ଗୁଡ଼ିକ ବନ୍ଦ ହେଇଗଲାଣି। ଖଣି ଖାଦାନରେ କାମ...

ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଗୋଷ୍ଠୀ ସଂଘର୍ଷ ଘଟଣା: ୩ ଗିରଫ

ପୁରୀ ଅଫିସ, ୧୮ା୨: ପୁରୀ ଜିଲା କଂଗ୍ରେସ କାର୍ଯ୍ୟାଳୟ ଇନ୍ଦିରା ଭବନରେ ଗୋଷ୍ଠୀ ସଂଘର୍ଷ ଘଟଣାରେ ମଙ୍ଗଳବାର କୁମ୍ଭାରପଡ଼ା ପୋଲିସ ୩ଜଣଙ୍କୁ ଗିରଫ କରିଛି। ସେମାନେ...

Advertisement
Archives

Model This Week