ଢେଙ୍କାନାଳରେ ଲାଗୁ ହେବ ୧୪୪ ଧାରା

ଢେଙ୍କାନାଳ ,୨୪।୧୨: ଢେଙ୍କାନାଳରେ ବଡଦିନ ପାଇଁ ସମ୍ଭାବ୍ୟ ଭିଡ ଆଶଙ୍କାରେ ଜିଲାର ପ୍ରମୁଖ ଧର୍ମାନୁଷ୍ଠାନ ଓ ପର୍ଯ୍ୟଟନସ୍ଥଳୀରେ ୧୪୪ ଧାରା ଲାଗୁ କରାଯିବ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ତେବେ ଡିସେମ୍ବର ୨୫ ରୁ ଜାନୁୟାରୀ ୨ ଯାଏ ଏହି କଟକଣା ବଳବତ୍ତର ରହିବ। ଧର୍ମାନୁଷ୍ଠାନରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଏବଂ ପର୍ଯ୍ୟଟନସ୍ଥଳୀରେ ଲୋକଙ୍କୁ ଯିବାକୁ ବାରଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୁକ୍ତଙ୍କ ସହ ଭିଜିଲାନ୍ସ ବିଭାଗ ମହିଳା କର୍ମଚାରୀଙ୍କ ଅଡିଓ ଭାଇରାଲ

କେନ୍ଦୁଝର,୨୬ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ପବ୍ଲିକ ପ୍ରୋସିକ୍ୟୁଟର କାର୍ଯ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା କର୍ମଚାରୀ ଜଣେ ଅଭିଯୁକ୍ତଙ୍କ କେସ୍‌କୁ କୋହଳ କରିବା...

ନାଗାର୍ଜୁନଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି ପରିବାର: ଉତ୍ତରାଖଣ୍ଡ ହିମସ୍ଖଳନ

ଭଦ୍ରକ ଅଫିସ, ୧୦ା୨- ଉତ୍ତରାଖଣ୍ଡରେ ହିମସ୍ଖଳନ ଯୋଗୁ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ବାଂଶଡ଼ା ଥାନା ଅନ୍ତର୍ଗତ ଯଶିପୁର ପଞ୍ଚାୟତ କୁଦକାନ୍ଥି ଗ୍ରାମର ରବୀନ୍ଦ୍ର ଦାସଙ୍କ...

ରାଷ୍ଟ୍ରପତିଙ୍କ ଦୁଇଦିନିଆ ମୟୂରଭଞ୍ଜ ଗସ୍ତ ନେଇ ଜିଲାବାସୀ ଆନନ୍ଦିତ

ବାଲେଶ୍ୱର ଅଫିସ/ବାରିପଦା ଅଫିସ,୨୧ା୪: ମହାମହିମ ରାଷ୍ଟ୍ରପତି ତଥା ରାଇରଙ୍ଗପୁର ମାଟିର ଝିଅ ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ପଦବୀରେ ଅଧିଷ୍ଠିତ ହେବା ପରେ ପ୍ରଥମ ଥର...

ପିକ୍‌ଅପ୍‌ ଓଲଟି ୩ ଜଣଙ୍କ ଜୀବନଗଲା

ଗଞ୍ଜାମ,୨୦ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ନୂଆଘାଇଠାରେ ସୋମବାର ଭୋର୍‌ରୁ ଏକ ପିକ୍‌ଅପ୍‌ ଓଲଟି ୩ ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ...

ସୁନ୍ଦରଗଡ଼ରେ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯ରେ ପହଞ୍ଚିଲା

ସୁନ୍ଦରଗଡ଼,୨୧।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ସୋମବାର ୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ୧୨ ପଜିଟିଭ୍‌ଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯ରେ ପହଞ୍ଚିଛି।...

କରୋନା ଔଷଧ ‘ଟୁ-ଡିଜି’ କିଣିବାକୁ ଅର୍ଡର ଦେଲେ ସରକାର

ଭୁବନେଶ୍ୱର,୨୯ା୫(ବ୍ୟୁରୋ): କରୋନା ଔଷଧ ‘ଟୁ-ଡିଜି’ କିଣିବା ପାଇଁ ରାଜ୍ୟ ସରକାର ଅର୍ଡର ଦେଇଛନ୍ତି। ୫ ହଜାର ପୁଡ଼ିଆ ଟୁ-ଡିଜି ମେଡିଶିନ ପାଇଁ ଅର୍ଡର ଦିଆଯାଇଥିବା ସ୍ବାସ୍ଥ୍ୟ...

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ : ପାସ୍‌ ହାର ୯୨.୨୧%

କେନ୍ଦୁଝର, ୨ା୬(ସ୍ବ.ପ୍ର.)-ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି ା ପାସ ହାର ରହିଛି ୯୨.୨୧% ରହିଥିବା...

ମଇଦାନରେ ୨୦୪ ପ୍ରାର୍ଥୀ

ଅନୁଗୋଳ ଅଫିସ,,୧୫।୩ ଅନୁଗୋଳ ଜିଲାରେ ପୌର ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ ହୋଇଛି। ସୋମବାର ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ସମୟ ସୀମା ଶେଷ ହେବା ପରେ...

Advertisement
Archives

Model This Week