ଭିଜିଲାନ୍ସ ଜାଲରେ ସେକ୍ସନ ଅଧିକାରୀ

ବଲାଙ୍ଗୀର ଅଫିସ,୨୫।୧: ବଲାଙ୍ଗୀର ଜିଲା ଆଗଲପୁର ତହସିଲ ସେକ୍ସନ ଅଧିକାରୀ ପ୍ରଫୁଲ୍ଲ କୁମାର ସାଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ସକାଳେ ତାଙ୍କ ବଲାଙ୍ଗୀର ଗାନ୍ଧୀନଗରସ୍ଥିତ ଘର ସମେତ ଆଗଲପୁର ତହସିଲ କାର୍ଯ୍ୟାଳୟରେ ଚଢ଼ାଉ ଚାଲିଛି। ବଲାଙ୍ଗୀର, ସମ୍ବଲପୁର ଓ ସୋନପୁର ଭିଜିଲାନ୍ସ ଟିମ୍‌ ଏହି ଚଢାଉରେ ସାମିଲ ଅଛନ୍ତି। ଚଢ଼ାଉ ଜାରି ରହିଥିବା ବେଳେ ସମ୍ପତ୍ତିର ସମ୍ପୂର୍ଣ୍ଣ ତଥ୍ୟ ମିଳିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ପ୍ରାର୍ଥୀଙ୍କୁ ପରୀକ୍ଷା କରାଇଲେ ଭୋଟର

କୁତ୍ରା,୧୨ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଚାର ଜମୁଥିବାବେଳେ ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ମାଲୁପଡ଼ାଠାରେ ଏକ ନୂଆ ଘଟଣା ଦେଖିବାକୁ ମିଳିଛି। ଗ୍ରାମର...

ଅଙ୍ଗନବାଡ଼ି କର୍ମୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୨୨ା୧୨: ଆୟବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୌର ପରିଷଦର ୯ ନଂ ଓ୍ବାର୍ଡର ଅଙ୍ଗନବାଡ଼ି କର୍ମୀ ନମିତା ଦଳାଇଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ...

ବଡ଼ ଭାଇଙ୍କୁ ପିଟିପିଟି ହତ୍ୟା କଲେ ସାନ ଭାଇ

ବଣାଇ/ଟେନ୍‌ସା,୧୧ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ ବନ୍ଦଲ ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଦୁଇ ସାନ ଭାଇ, ସାନଭାଇଙ୍କ ସ୍ତ୍ରୀ ମିଶି...

ଏକାଧିକ ରେଳ ଦୁର୍ଘଟଣାକୁ ରୋକି ସ୍ବାଧୀନତା ଦିବସରେ ସମ୍ବର୍ଦ୍ଧିତ ହେଲେ

ବରଗଡ଼ ଅଫିସ୍‌,୧୫।୮: ହାତରେ ଧରିଥିବା ଲାଲ ଗାମୁଛା ଦେଖାଇ ଟ୍ରେନକୁ ଅଟକାଇ ସମ୍ଭାବ୍ୟ ୩ଟି ଟ୍ରେନ ଦୁର୍ଘଟଣାରୁ ବହୁଲୋକଙ୍କ ଧନଜୀବନ ରକ୍ଷା କରିଥିବା ବରଗଡ଼ ଜିଲା...

ଗଭୀର ସମୁଦ୍ରରେ ଫସି ରହିଛନ୍ତି ୧୧ ମତ୍ସ୍ୟଜୀବୀ

ବ୍ରହ୍ମପୁର ଅଫିସ,୯। ୫: ଅଶାନ୍ତ ସମୁଦ୍ରରେ ଫସିରହିଛନ୍ତି ୧୧ ମତ୍ସ୍ୟଜୀବୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ସୁନାପୁର ନିକଟ ଗଭୀର ସମୁଦ୍ରରେ। ସୂଚନାଯୋଗ୍ୟ,...

ଏଥର ହୋଇ ନ ପାରେ ହବିଷିଆଳି ଶିବିର

ପୁରୀ ଅଫିସ, ୧୨। ୯: ଧର୍ମମାସ କାର୍ତ୍ତିରେ ହବିଷ ବ୍ରତ କରିବା ପାଇଁ ପୁରୀକୁ ହବିଷିଆଳିମାନେ ଆସିଥାନ୍ତି। ଏଠାରେ ମାସେ ପର୍ଯ୍ୟନ୍ତ ରହି ମହାପ୍ରଭୁଙ୍କୁ ଦର୍ଶନ...

କରଞ୍ଜିଆ ଆଇଟିଡିଏ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ

ଠାକୁରମୁଣ୍ଡା,୭ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ରେ ସୋମବାର ବାରିପଦା ଭିଜିଲାନ୍ସ ବିଭାଗ ଚଢାଉ କରିଛି। ଉପଖଣ୍ଡର ବିଭିନ୍ନ ସ୍ଥାନରେ ରବର ଚାଷ...

୧୪୭ ଫେରନ୍ତା ଶ୍ରମଜୀବୀ ପଞ୍ଜୀକୃତ

ବଇଣ୍ଡା,୨୫।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ପ୍ରଶାସନ ଓ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ରାଜ୍ୟ ବାହାରୁ ଫେରିଥିବା ୧୪୭ ଶ୍ରମଜୀବୀ ବୁଧବାର ନାମ ପଞ୍ଜୀକରଣ କରିଛନ୍ତି। ସେମାନେ...

Advertisement
Archives

Model This Week