ହନୁମାନ ଜୟନ୍ତୀ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼କଡ଼ି: ନଜର ରଖିବ ୪୦ ଡ୍ରୋନ, ୬୦୦ ସିସିଟିଭି

ଭୁବନେଶ୍ୱର,୧୩।୪: ସୋମବାର ପବିତ୍ର ପଣା ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ। ଏନେଇ ସବୁଠି ଉତ୍ସବ ମୁଖର। ଶାନ୍ତି ଶୃଙ୍ଖଳାର ସହ କିପରି ହନୁମାନ ଜୟନ୍ତୀ ପାଳନ କରାଯିବ ସେନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏପରି କି ହନୁମାନ ଜୟନ୍ତୀରେ ବାହାରୁଥିବା ଧାର୍ମିକ ଶୋଭାଯାତ୍ରା ନେଇ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏନେଇ ବିସ୍ତୁତ ସୂଚନା ଦେଇଛନ୍ତି ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର। ରାଜ୍ୟରେ ଆଇନଶୃଙ୍ଖଳା ଦାୟିତ୍ୱରେ ୨୦୦ ପ୍ଲାଟୁନ ଫୋର୍ସ ରହିବେ ବୋଲି ଏଡିଜି ପ୍ରକାଶ କରିଛନ୍ତି।

ଏପରିକି ରାଜ୍ୟର ବିଭିନ୍ନ ସହରରେ ନଜର ରଖିବ ୪୦ ଡ୍ରୋନ ସହ ୬୦୦ ସିସିଟିଭି କ୍ୟାମେରା। ଶୋଭାଯାତ୍ରା ବେଳେ ଅସାମାଜିକ ବ୍ୟକ୍ତି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରନ୍ତି, ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦିଆଯାଇଛି। ସୋସିଆଲ ମିଡିଆ ପୋଷ୍ଟ ଉପରେ ପୋଲିସ କଡ଼ା ନଜର ରଖିଛି।

ଅନ୍ୟପକ୍ଷେ ହନୁମାନ ଜୟନ୍ତୀ ନେଇ ସମ୍ବଲପୁରରେ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସମ୍ବଲପୁରରେ ୧୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ମୁତୟନ ରହିବେ ବୋଲି ସୂଚନା ଦିଆଯାଇଛି। ଏପରିକି ୩ ରାପିଡ୍‌ ଆକ୍ସନ ଫୋର୍ସ ସହ ଅତିରିକ୍ତ ୫୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri