Posted inଜାତୀୟ

ସୁରକ୍ଷା ଯାଞ୍ଚ୍‌: ବିମାନ ବନ୍ଦରର ମହିଳାଙ୍କୁ ପୋଷାକ ବାହାର କରିବାକୁ କୁହାଗଲା…

ବେଙ୍ଗାଲୁରୁ,୪।୧ : ବେଙ୍ଗାଲୁରୁ ବିମାନବନ୍ଦରରେ ସୁରକ୍ଷା ନାମରେ ଜଣେ ମହିଳା ସଙ୍ଗୀତଜ୍ଞଙ୍କର ପାଷାକ ବାହାର କରାଯାଇ ଥିବା ଅଭିଯୋଗ ସାମ୍ନାକୁ ଆସିଛି। ଘଟଣା ସମ୍ପର୍କରେ ପୀଡିତା କହିଛନ୍ତି ଯେ ଏହା ଅତ୍ୟନ୍ତ ଅପମାନଜନକ। ଜଣେ ମହିଳାଙ୍କ ପୋଷାକ ବାହାର କରିବାର ଆବଶ୍ୟକତା କ’ଣ ବୋଲି ସେ ପ୍ରଶ୍ନ କରିଛନ୍ତି। ବେଙ୍ଗାଲୁରୁ ବିମାନବନ୍ଦର କର୍ତ୍ତୃପକ୍ଷ ଏଥିରେ ଦୁଃଖ ପ୍ରକାଶ କରି କହିଛନ୍ତି ଯେ ଘଟଣାର ତଦନ୍ତ କରାଯାଉଛି। ଏହି ବିମାନବନ୍ଦରର ସୁରକ୍ଷା ଦାୟିତ୍ୱ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ ପାଖରେ ରହିଛି।

ପୀଡିତା ମହିଳାଙ୍କ ଟୁଇଟର ହ୍ୟାଣ୍ଡେଲରୁ ଜଣା ପଡିଛି ଯେ ସେ କନସର୍ଟ କରନ୍ତି। ମହିଳା ଜଣକ ଟୁଇଟ କରି କହିଛନ୍ତି, ବେଙ୍ଗାଲୁରୁ ବିମାନ ବନ୍ଦରରେ ସୁରକ୍ଷା ଯାଞ୍ଚ୍‌ବେଳେ ମୋତେ ମୋର ଶର୍ଟ କାଢ଼଼ିବାକୁ କୁହାଯାଇଥିଲା। ସେଠାରେ କେବଳ ସେମିଜ ପିନ୍ଧି ଠିଆ ହେବା ଅତ୍ୟନ୍ତ ଅପମାନଜନକ ଥିଲା। ଏହି ସମୟରେ, ଲୋକମାନେ ଆପଣଙ୍କୁ ଅଦ୍ଭୁତ ଭାବରେ ଦେଖୁଥିବାର ଅତ୍ୟନ୍ତ କଷ୍ଟକର ମୁହୂର୍ତ୍ତ ଥିଲା ।

ପୀଡିତା ମହିଳାଙ୍କ ଟୁଇଟକୁ ନେଇ ବେଙ୍ଗାଲୁରୁ ବିମାନବନ୍ଦର ଅଧିକାରୀ କହିଛନ୍ତି ଯେ ଏହା ଆଦୌହେବା କଥା ନୁହେଁ। ଏହା ସହିତ ମହିଳାଙ୍କୁ ତାଙ୍କ ଫୋନ ନମ୍ବର ଏବଂ ଠିକଣା ଶେୟାର କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri