Posted inଜାତୀୟ

ସୁରକ୍ଷା ଯାଞ୍ଚ୍‌: ବିମାନ ବନ୍ଦରର ମହିଳାଙ୍କୁ ପୋଷାକ ବାହାର କରିବାକୁ କୁହାଗଲା…

ବେଙ୍ଗାଲୁରୁ,୪।୧ : ବେଙ୍ଗାଲୁରୁ ବିମାନବନ୍ଦରରେ ସୁରକ୍ଷା ନାମରେ ଜଣେ ମହିଳା ସଙ୍ଗୀତଜ୍ଞଙ୍କର ପାଷାକ ବାହାର କରାଯାଇ ଥିବା ଅଭିଯୋଗ ସାମ୍ନାକୁ ଆସିଛି। ଘଟଣା ସମ୍ପର୍କରେ ପୀଡିତା କହିଛନ୍ତି ଯେ ଏହା ଅତ୍ୟନ୍ତ ଅପମାନଜନକ। ଜଣେ ମହିଳାଙ୍କ ପୋଷାକ ବାହାର କରିବାର ଆବଶ୍ୟକତା କ’ଣ ବୋଲି ସେ ପ୍ରଶ୍ନ କରିଛନ୍ତି। ବେଙ୍ଗାଲୁରୁ ବିମାନବନ୍ଦର କର୍ତ୍ତୃପକ୍ଷ ଏଥିରେ ଦୁଃଖ ପ୍ରକାଶ କରି କହିଛନ୍ତି ଯେ ଘଟଣାର ତଦନ୍ତ କରାଯାଉଛି। ଏହି ବିମାନବନ୍ଦରର ସୁରକ୍ଷା ଦାୟିତ୍ୱ କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ ପାଖରେ ରହିଛି।

ପୀଡିତା ମହିଳାଙ୍କ ଟୁଇଟର ହ୍ୟାଣ୍ଡେଲରୁ ଜଣା ପଡିଛି ଯେ ସେ କନସର୍ଟ କରନ୍ତି। ମହିଳା ଜଣକ ଟୁଇଟ କରି କହିଛନ୍ତି, ବେଙ୍ଗାଲୁରୁ ବିମାନ ବନ୍ଦରରେ ସୁରକ୍ଷା ଯାଞ୍ଚ୍‌ବେଳେ ମୋତେ ମୋର ଶର୍ଟ କାଢ଼଼ିବାକୁ କୁହାଯାଇଥିଲା। ସେଠାରେ କେବଳ ସେମିଜ ପିନ୍ଧି ଠିଆ ହେବା ଅତ୍ୟନ୍ତ ଅପମାନଜନକ ଥିଲା। ଏହି ସମୟରେ, ଲୋକମାନେ ଆପଣଙ୍କୁ ଅଦ୍ଭୁତ ଭାବରେ ଦେଖୁଥିବାର ଅତ୍ୟନ୍ତ କଷ୍ଟକର ମୁହୂର୍ତ୍ତ ଥିଲା ।

ପୀଡିତା ମହିଳାଙ୍କ ଟୁଇଟକୁ ନେଇ ବେଙ୍ଗାଲୁରୁ ବିମାନବନ୍ଦର ଅଧିକାରୀ କହିଛନ୍ତି ଯେ ଏହା ଆଦୌହେବା କଥା ନୁହେଁ। ଏହା ସହିତ ମହିଳାଙ୍କୁ ତାଙ୍କ ଫୋନ ନମ୍ବର ଏବଂ ଠିକଣା ଶେୟାର କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri