Odisha Elections 2024
Posted inଜାତୀୟ

ଇସ୍ରାଏଲୀଙ୍କ ସୁରକ୍ଷା ଚିନ୍ତା: ଦିଲ୍ଲୀ, ମହାରାଷ୍ଟ୍ର, ଗୋଆରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୧୪ା୧୦: ଇସ୍ରାଏଲ୍‌ ଏବଂ ହମାସ୍‌ ଆତଙ୍କବାଦୀ ସଂଗଠନ ମଧ୍ୟରେ ଯୁଦ୍ଧ ଲାଗିଥିବାବେଳେ ଭାରତରେ ଅସାମାଜିକ କାର୍ଯ୍ୟକଳାପ ସମ୍ଭାବନା ନେଇ ସୁରକ୍ଷା ସଂସ୍ଥାଗୁଡ଼ିକ ସତର୍କ କରାଇବା ପରେ ଦିଲ୍ଲୀ, ମହାରାଷ୍ଟ୍ର, ଗୋଆ ସମେତ ବିଭିନ୍ନ ସ୍ଥାନରେ ଶୁକ୍ରବାର ହାଇ ଆଲର୍ଟ ଜାରି ହୋଇଛି। ଶୁକ୍ରବାର ନମାଜ ପାଠ ବେଳେ ସତର୍କତା ସ୍ବରୂପ ଜାତୀୟ ରାଜଧାନୀର ରାସ୍ତାଗୁଡ଼ିକରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଏହା ବ୍ୟତୀତ ଇସ୍ରାଏଲୀ ଦୂତାବାସ ଏବଂ ଇହୁଦୀ ଧର୍ମ ପ୍ରତିଷ୍ଠାନ ଆଦି ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବଢ଼ାଇ ଦିଆଯାଇଥିଲା। ଇସ୍ରାଏଲୀ କୂଟନୀତିଜ୍ଞ, କର୍ମଚାରୀ ଓ ପର୍ଯ୍ୟଟକମାନଙ୍କୁ ସୁରକ୍ଷା ନିଶ୍ଚିତ କରିବା ଲାଗି ମହାରାଷ୍ଟ୍ର, ହିମାଚଳପ୍ରଦେଶ ଏବଂ ଗୋଆ ସରକାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ...

କେଜରିଓ୍ବାଲ ଏବେ କାହିଁକି ଆଳାପ କରୁଛନ୍ତି ପାକିସ୍ତାନୀ-ପାକିସ୍ତାନୀ?

ନୂଆଦିଲ୍ଲୀ,୨୧।୫: ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆଜି ମୁଁ ଆପଣଙ୍କୁ ତିନୋଟି କଥା କହିବାକୁ ଚାହେଁ। ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଶେଷ ହୋଇଥିବାରୁ...

କାହିଁକି ଏଥର ୪୦୦ ପାର୍‌ କଥା କହୁଛି ଭାଜପା? ୨୪ ଘଣ୍ଟାରେ ମୋଦି କ’ଣ କ’ଣ କରିଛନ୍ତି ସେଥିରୁ ବୁଝାପଡିବ…

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ। ଏହି କାରଣରୁ ସମସ୍ତ ରାଜନୈତିକ ଦଳ କଠିନ ପରିଶ୍ରମ କରୁଛନ୍ତି ଏବଂ ରାଲି କରୁଛନ୍ତି। କିନ୍ତୁ...

ବଡ଼ କଥା କହିଦେଲେ କେଜ୍‌ରିଓ୍ବାଲ, ଜୁନ୍‌ ୪ରେ ଇଣ୍ଡିଆ ମେଣ୍ଟ…

ନୂଆଦିଲ୍ଲୀ,୨୧।୫: ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ବଡ ଦାବି କରିଛନ୍ତି। ସେ କହିଛନ୍ତି ଯେ ମୋଦି ସରକାର ଜୁନ୍‌ ୪ ତାରିଖରେ ଯାଉଛନ୍ତି।...

ସ୍ବାତି ମାଲିଓ୍ବାଲ ମାମଲାର ଯାଞ୍ଚ କରିବ ଏସଆଇଟି, ଏହି ମହିଳା ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୨୧।୫: ସ୍ବାତି ମାଲିୱାଲ ଆମ ଆଦମୀ ପାର୍ଟିରୁ ରାଜ୍ୟ ସଭା ଏମପିଙ୍କ ଉପରେ ଆକ୍ରମଣ ମାମଲାରେ ଏକ ବଡ ଅପଡେଟ ଆସିଛି। ଏହି ଆକ୍ରମଣ ଘଟଣାର...

ଯେ କୌଣସି ସ୍ତରକୁ ଯାଇପାରେ ‘ଇଣ୍ଡିଆ’ ମେଣ୍ଟ: ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ପରେ ମୋଦି କହିଲେ ଏମିତି

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟ ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଧନ୍ୟବାଦ ଜଣାଇବା ସହ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ...

ମତଦାନ କେନ୍ଦ୍ର ଶୌଚାଳୟରେ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ଶିବସେନା (ୟୁବିଟି)ର ପୋଲିଂ ବୁଥ ଏଜେଣ୍ଟ ମନୋହର ନାଲେଜ(୬୨)ଙ୍କ ମୃତଦେହ ମୁମ୍ବାଇର ୱର୍ଲି ଅଞ୍ଚଳରେ ଥିବା ଏକ ମତଦାନ ବୁଥର ଶୌଚାଳୟ ଭିତରୁ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri