ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ: ୨ ଯବାନ ଗୁରୁତର

କଣ୍ଟାମାଳ,୧୦।୭(ଡି.ଏନ୍‌.ଏ.): ବୌଦ୍ଧ-କନ୍ଧମାଳ ସୀମାରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଉମା ଜଙ୍ଗଲରେ ଗୁଳି ବିନିମୟ ହୋଇଛିି। । ୮ ଘଣ୍ଟାରୁ ଅଧିକ ସମୟ ଧରିି ଗୁଳିବିନିମୟ ଚାଲିଥିବା ଆଇଜି (ଅପରେଶନ) ଅମିତାଭ ଠାକୁର ସୂଚନା ଦେଇଛନ୍ତି। ଗୁଳିବିନିମୟ ବେଳେ ୨ ଜଣ ଯବାନ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ହେଲିକପ୍ଟର ଯୋଗେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ ଖବରର ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri