Posted inଜାତୀୟ

ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୪।୧୨: ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି କରିବା ଲାଗି ଆତଙ୍କବାଦୀ ସଂଗଠନ ପକ୍ଷରୁ ଲଗାତାର ଉଦ୍ୟମ ଜାରି ରହିଛି। ବାରମୁଳାରେ ଗୁରୁବାର ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ବାରମୁଳା ସେକ୍ଟରରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ସତର୍କ ସୂଚନା ଆଧାରରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯିବା ସହିତ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ପ୍ରଥମେ ଗୁଳି ଚାଳନା କରିବା ଆରମ୍ଭ କରିଥିଲେ। ଏହାର ଜବାବରେ ସିଆର୍‌ପିଏଫ୍‌ ଏବଂ ପୋଲିସ ବାହିନୀ ପକ୍ଷରୁ ପାଲଟା ଆକ୍ରମଣ ହୋଇଥିବା କଶ୍ମୀର ଜୋନ ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଲୋକଙ୍କୁ ମମତା ବୋକା ବନାଉଛନ୍ତି: ଶୁଭେନ୍ଦୁ

ନୂଆଦିଲ୍ଲୀ, ୮ା୧୧:ଆଗକୁ ଆସୁଛି ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ମମତା ବାନାର୍ଜୀ ସରକାର ନକଲି ଚାକିରି ନଁାରେ ଲୋକଙ୍କୁ ବୋକା ବନାଇବା ଆରମ୍ଭ...

କୋର୍ଟ କ୍ୟାମ୍ପସ୍‌ ନିକଟରେ ଯୁବକଙ୍କୁ ହତ୍ୟା

କୋଏମ୍ବାଟୁର,୧୩।୨: ତାମିଲନାଡୁର କୋଏମ୍ବାଟୁର କୋର୍ଟ କ୍ୟାମ୍ପସ୍‌ ନିକଟରେ ଜଣେ ୨୪ ବର୍ଷୀୟ ଯୁବକଙ୍କୁ ସୋମବାର ଅପରାହ୍ନରେ ହତ୍ୟା କରାଯାଇଛି। ଏକ ଅଜଣା ଗ୍ୟାଙ୍ଗ ତାଙ୍କୁ ଧାରୁଆ...

ଦଲେର୍‌ ମେହେନ୍ଦିଙ୍କୁ ଆଶ୍ୱସ୍ତି

ଚଣ୍ଡିଗଡ,୧୫।୯: ମାନବ ଚାଲାଣ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ ଦଣ୍ଡାଦେଶ ଭୋଗୁଥିବା ପଞ୍ଜାବୀ ଗାୟକ ଦଲେର୍‌ ମେହେନ୍ଦିଙ୍କୁ ଗୁରୁବାର ପଞ୍ଜାବ-ହରିୟାଣା ହାଇକୋର୍ଟରୁ...

ମମତାଙ୍କ ହାତ ଛାଡିଲେ ସୋନାଲି!

କୋଲକାତା,୬ ।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି ରାଜ୍ୟରେ ରାଜନୈତିକ ବାତାବରଣ ସେତିକି ସରଗରମ ହେବାରେ ଲାଗିଛି । ବିଶେଷ କରି...

ଇ-କମର୍ସକୁ ଅବାଞ୍ଛିତ ଅଙ୍କୁଶ

ମୁମ୍ବାଇ/ନୂଆଦିଲ୍ଲୀ,୨ା୭:ଭାରତରେ ବ୍ୟବସାୟିକ ଧାରାକୁ ବଦଳାଇଦେଇଛି ଇ-କମର୍ସ। ଅନ୍‌ଲାଇନ୍‌ରେ ନିଜ ପସନ୍ଦର ସାମଗ୍ରୀ ଅର୍ଡର କରି ଘରକୁ ମଗାଇବାର ମଜା ଅଲଗା। ଏହା ସୁବିଧାଜନକ ଓ ଶସ୍ତା...

ଲାଉଡ୍‌ ସ୍ପିକରରେ ମୁସଲିମ ମହିଳାଙ୍କୁ ବଳାତ୍କାର ଧମକ ଦେଲେ ପୂଜାରୀ

ଲକ୍ଷ୍ନୌ,୮।୪: ମସଜିଦ ବାହାରେ ଏକତ୍ରିତ ମୁସଲିମ ମହିଳାଙ୍କୁ ଅପହରଣ କରି ବଳାତ୍କାର ଧମକ ଦେଇଛନ୍ତି ଜଣେ ହିନ୍ଦୁ ପୂଜାରୀ। ଘଟଣାଟି ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌଠାରୁ ୧୦୦...

ଡେଙ୍ଗୁକୁ ରୋକିବ ମଶା

ନୂଆଦିଲ୍ଲୀ, ୭ା୭: ଡେଙ୍ଗୁ ରୋକିବ ମଶା। ମଶା ଯୋଗୁ ବ୍ୟାପୁଥିବା ଏହି ରୋଗକୁ ନିୟନ୍ତ୍ରଣ ପାଇଁ ଇଣ୍ଡିଆନ୍‌ କାଉନସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମ୍‌ଆର୍‌) ଏବଂ...

ବୁଲ୍‌ଡୋଜରରେ ଆସି ନାମାଙ୍କନ ପତ୍ର ଦାଖଲ କଲେ ପ୍ରାର୍ଥୀ

ଅଗ୍ରୋ,୨୧।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନରେ ଲଗାତର ଦ୍ୱିତୀୟ ଥର ପାଇଁ ବହୁମତରେ ବିଜୟ ହେବା ପରେ ଭାଜପା ପୁଣି ଥରେ କ୍ଷମତାକୁ ଫେରିଛି। ଇତିମଧ୍ୟରେ ଭାଜପାରେ...

Advertisement
Archives

Model This Week