Posted inଜାତୀୟ

ଟିକନରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୯।୧୨: ଜମ୍ମୁ-କଶ୍ମୀରରେ ଗୁରୁବାର ଭୋର୍‌ ୫ଟା ସମୟରେ ସମୟରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଛି। ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାର ଟିକନ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ସର୍ଚ୍ଚ ଅପରେଶନ୍‌ ସମୟରେ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ମାତ୍ର ଆତଙ୍କବାଦୀମାନେ ପୋଲିସ ଏବଂ ସିଆରପିଏଫ୍‌ ଯବାନଙ୍କ ଉପରକୁ ଗୁଳିଚାଳନା କରିଥିଲେ। ଏହାର ଜବାବରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ, ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri