Posted inଜାତୀୟ

ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ: ଜଣେ ଯବାନ ଶହୀଦ

ଶ୍ରୀନଗର, ୧୨।୮: ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଜଣେ ଯବାନ ଶହୀଦ ହୋଇଥିବାବେଳେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ କମରାଜିପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିଥିଲା। ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ସେମାନେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିବା କଶ୍ମୀର ଜୋନ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ନେପାଳ ଅଭିମୁଖେ ଭାରତୀୟ ବାୟୁସେନାର ୩ ମହାବଳୀ, ଜୀବନ ବଞ୍ଚାଇବାରେ ଏକ୍ସପର୍ଟ!

କାଠମାଣ୍ଡୁ,୨୭।୮: ନେପାଳର ରସୁୱା ଜିଲାର ଭୋଟେକୋଶୀ ନଦୀରେ ଆସିଥିବା ବନ୍ୟା ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରଳୟଙ୍କରୀ ବନ୍ୟାକୁ ଦେଖି ଲୋକଙ୍କ ଲୋମ ଟାଙ୍କୁରି ଉଠୁଛି। ବନ୍ୟା…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ବଢ଼ୁଛି ଜେନ୍‌ ଆଲ୍‌ଫାଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ, ୨୭ା୮ : ରାଜସ୍ଥାନର ଜୟପୁରସ୍ଥିତ ରାମପୁରା କନୱରପୁରା ଗ୍ରାମର ପ୍ରାଥମିକ ସ୍କୁଲ ଘରର ଭଙ୍ଗାଦଦରା ଅବସ୍ଥା ଯୋଗୁ ପିଲାମାନଙ୍କୁ ଏକ ଗୁହାଳରେ ପାଠ ପଢ଼ାଯାଉଥିଲା। ନିକଟରେ…

ନେପାଳରେ ଆକସ୍ମିକ ବନ୍ୟା: ୯୫ ମୃତ

କାଠମାଣ୍ଡୁ, ୨୭ା୮: ତିବ୍ବତ-ରସୁୱାଗଢ଼ି ସୀମାରୁ ୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଅସ୍ଥିର ପାହାଡ଼ ଧସିବା ଏବଂ ସୀମାନ୍ତରେ ଥିବା ଲେନ୍ଦେ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ନେପାଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri