ଶାରୀରିକ ସମ୍ପର୍କ ରଖିବାକୁ ଓବାମାଙ୍କ ଘରକୁ ନିଜ ପ୍ରେମିକାଙ୍କୁ ଆଣିଥିଲେ ସୁରକ୍ଷାକର୍ମୀ, ବାଥ୍‌ରୁମ୍‌ରେ…

ଓ୍ବାଶିଂଟନ୍‌,୧୫।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କୁ ନେଇ ଆସିଛି ବଡ଼ ଖବର। ତାଙ୍କ ସୁରକ୍ଷାରେ ନିୟୋଜିତ ହୋଇଥିବା ଜଣେ ସିକ୍ରେଟ ସର୍ଭିସ ଏଜେଣ୍ଟଙ୍କ ସାଂଘାତିକ କାମ ସାମ୍ନାକୁ ଆସିଛି। ସେ ୨୦୨୨ରେ ହାୱାଇରେ ସମୁଦ୍ରକୂଳରେ ଥିବା ବାସଭବନକୁ ଶାରୀରିକ ସମ୍ପର୍କ କରିବା ପାଇଁ ନିଜର ପ୍ରେମିକାଙ୍କୁ ଆଣିଥିଲେ। ଏହି ସମୟରେ ଉକ୍ତ ଘରେ ଓବାମା କିମ୍ବା ତାଙ୍କ ସ୍ତ୍ରୀ ମିଚେଲ ନ ଥିଲେ। ତେବେ ଏଜେଣ୍ଟ ଜଣଙ୍କ ଏପରି କରି ଜାତୀୟ ସୁରକ୍ଷାରେ ବୁଝାମଣା କରିଥିଲେ। ଏଥିଯୋଗୁ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିଲା।

ଏଜେଣ୍ଟଙ୍କ ପୂର୍ବତନ ପ୍ରେମିକା ଯିଏ ସେଦିନ ଓବାମାଙ୍କ ଘରକୁ ଯାଇଥିଲେ ଏନେଇ ସେ ଏକ ପୁସ୍ତକରେ ଉଲ୍ଲେଖ କରିଛନ୍ତି। ଏଥିରେ ସେ ପୂରା ଘଟଣା ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ବହିରେ ସେ ଏହି ସୁରକ୍ଷାକର୍ମୀଙ୍କ ନାଁ ଡାଲେ କହିଛନ୍ତି। ଏଥିରେ ପ୍ରେମିକା ଜଣଙ୍କ କହିଛନ୍ତି ଯେ, ଡାଲେ ତାଙ୍କୁ ପ୍ରେମ ଜାଲରେ ଫସାଇଥିଲେ। ଏହାପରେ ଓବାମାଙ୍କ ସ୍ତ୍ରୀ ମିଚେଲଙ୍କ ବାଥରୁମ ଭିତରେ ସେକ୍ସ କରିଥିଲେ।

ଆମେରିକାର ସିକ୍ରେଟ ସର୍ଭିସର ଯୋଗାଯୋଗ ମୁଖ୍ୟ ଆନ୍ଥୋନୀ ଏକଥାକୁ ନିଶ୍ଚିତ କରିଛନ୍ତି। ଏମିତ ଏକ ଘଟଣା ୨୦୨୨ରେ ଘଟିଥିଲେ। ପ୍ରଥମେ ଉକ୍ତ ଏଜେଣ୍ଟଙ୍କୁ ନିଲମ୍ବିତ କରାଯାଇଥିଲା। ଏହାପରେ ସେ ବହିଷ୍କୃତ ହୋଇଥିଲେ। କହିରଖୁଛୁ, ୨୦୨୨ ନଭେମ୍ବର ୬ ତାରିଖ ଘଟଣା ବେଳେ ଘରେ ଓବାମା କିମ୍ବା ତାଙ୍କ ସ୍ତ୍ରୀ ଉପସ୍ଥିତ ନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ପୁଅକୁ ବଞ୍ଚାଇବାକୁ ଯାଇ ନଦୀରେ ବୁଡିଯାଇଥିଲେ ବ୍ୟକ୍ତି, ଜାଲ ପକାଇ ମୃତଦେହକୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ନନ୍ଦପୁର/ ପାଡୁଆ, ୨୨।୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ପାନ୍ଥଲୁଙ୍ଗ ପଞ୍ଚାୟତ ଦେଇ ପ୍ରବାହିତ ମାଛକୁଣ୍ଡ ନଦୀର ଶୋଭାପୁଟ…

ଆସୁଛି ଲଘୁଚାପ, ଏହି ଦିନଠୁ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୨ା୫: ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

ପୁଅ ବିବାହରେ ଯୋଗଦେଲେ ମୋତେ ମାରି ଦିଆଯିବ: କାହିଁକି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୫: ଇରାନ ସମ୍ପର୍କରେ ପରିସ୍ଥିତିରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଖରେ ତାଙ୍କ ନିଜ ପୁଅର ବିବାହରେ ଯୋଗଦେବା ପାଇଁ ସମୟ ନାହିଁ। ଟ୍ରମ୍ପ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri